Odisha Link
Bridging the Missing Links in Odisha
Browsing Tag

Dense Fog

୨ ଦିନ ଯାଏଁ ଘନ କୁହୁଡ଼ି ଓ୍ବାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ଦୁଇଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଘନ କୁହୁଡ଼ି ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି)ଙ୍କ ପକ୍ଷରୁ ତେଣୁ ସତର୍କତା ଅବଲମ୍ବନ କରିବାକୁ ସୂଚନା ଦିଆଯାଇଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନ ସହ ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼,…

ଘନ କୁହୁଡି ପାଇଁ ୧୦ ଜିଲ୍ଲାକୁ ୟେଲୋ…

ବଲାଙ୍ଗିର: ରାଜ୍ୟର ୧୦ ଜିଲ୍ଲାରେ ଘନ କୁହୁଡି ଆଶଙ୍କା। ଆଜିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଛି। ଏନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୮ଟି ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଅନୁଗୁଳ ଓ…

ଘନ କୁହୁଡ଼ି ପାଇଁ ୯ଟି ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟ ସାରା ଦେଖିବାକୁ ମଳୁଛି କୁହୁଡ଼ିର ଆସ୍ତରଣ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସହ ସକାଳ ସମୟରେ କିଛି ସ୍ଥାନରେ ଘନ କୁହୁଡି ପଡିବ। ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଘନ କୁହୁଡି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

୩ ଦିନ ପର୍ଯ୍ୟନ୍ତ ଜାରି ରହିବ ଘନକୁହୁଡ଼ି,…

ଭୁବନେଶ୍ୱର: ରାଜ୍ୟରେ ଆଉ ୩ ଦିନ ପର୍ଯ୍ୟନ୍ତ ଜାରି ରହିବ ଘନକୁହୁଡ଼ି। ଘନକୁହୁଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କାଲିଠାରୁ ୬ ଜିଲ୍ଲାରେ ଘନକୁହୁଡ଼ି ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପୋଲିସ ଓ ପରିବହନ ବିଭାଗକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ଚିଠି…

ରାଜ୍ୟରେ ଘନକୁହୁଡ଼ି, ୯ଟି ଜିଲ୍ଲାକୁ…

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଶୀତ ସହ ଘନକୁହୁଡ଼ି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଘନକୁହୁଡ଼ି ଯୋଗୁଁ ଯାତାୟତରେ ପ୍ରଭାବ ପଡୁଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୨ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି। ଆଗାମୀ ୨ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ…

୧୨ରୁ କମିବ ଶୀତ, ୯ ଜିଲ୍ଲାରେ ଘନ କୁହୁଡି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଶୀତ ଧିରେଧିରେ କମିବ। ଏଥସହ ୯ ଜିଲ୍ଲାରେ ଘନ କୁହୁଡି ଦେଖାଦେଇଛି। ଗୁରୁବାର ବୌଦ୍ଧ, ବରଗଡ଼, କନ୍ଧମାଳ, କଟକ, ରାୟଗଡ଼ା,ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ଓ କୋରାପୁଟରେ ଘନ କୁହୁଡି ଦେଖାଦେଇଛି। ପାଣିପାଗ ବିଭାଗର…

ଶୀତରେ ଥରୁଛି ଓଡ଼ିଶା, ଘନ କୁହୁଡ଼ି ପାଇଁ…

ଭୁବନେଶ୍ୱର: ଶୀତରେ ଥରୁଛି ଓଡ଼ିଶା। ଲଗାତାର ଭାବେ ପାରଦ ହ୍ରାସ ପାଇବାରେ ଲାଗିଛି ଓ ଶୀତ ବଢିବାରେ ଲାଗିଛି। ଶୀତ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୨୪ ଘଣ୍ଟାରେ ସୋନପୁର ୭.୬ ଡିଗ୍ରୀ ସହ ରାଜ୍ୟର ସବୁଠୁ ଥଣ୍ଡା ସହର ରହିଛି । ଘନ କୁହୁଡ଼ି ନେଇ ୮ଟି ଜିଲ୍ଲା ପାଣିପାଗ…

ରାଜ୍ୟରେ ଶୀତ ଲହରୀ: ଘନ କୁହୁଡ଼ି ୭…

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି। ଏହା ସହ ରାଜ୍ୟରେ ଦେଖିବାକୁ ମିଳୁଛି ଘନ କୁହୁଡ଼ିର ଆସ୍ତରଣ। ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଗୁରୁଚାପ ବଳୟ ଫଳରେ ଆଜିଠାରୁ ୭ ଜିଲ୍ଲାକୁ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ…

ଭୁବନେଶ୍ୱର: ଉତ୍ତର-ଓଡିଶା ଉପକୂଳରେ ଗୁରୁଚାପ ବଳୟ ପ୍ରଭାବ ରହିବ। ଏ ନେଇ ୧୨ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ଆସନ୍ତା ନଭେମ୍ବର ୧୯ ଏବଂ ୨୦ ତାରିଖ ସକାଳ ସମୟରେ ସମ୍ଭାବ୍ୟ ଘନ କୁହୁଡି ପାଇଁ ୧୨ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।…

ବର୍ଷା ପରେ କୁହୁଡ଼ି ପାଇଁ ୟେଲୋ…

ଭୁବନେଶ୍ୱର: ବର୍ଷା ପରେ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଦୁଇ ଦିନର ବର୍ଷା ପରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କହୁଡ଼ି ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ୟେଲୋ…