Odisha Link
Bridging the Missing Links in Odisha
Browsing Tag

Dense Fog

୯ ଯାଏଁ ବର୍ଷିବ

ଭୁବନେଶ୍ବର: ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରୁ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୯ ତାରିଖ ଯାଏଁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ। ୧୦ ତାରିଖରୁ ପାଗ ଶୁଖିଲା ରହିବ। ଆଜି ସୋନପୁର, ସମ୍ବଲପୁର,…

୪ ଦିନ ଯାଏ ଲାଗିରହିବ କୋହଲା ପାଗ…

ଭୁବନେଶ୍ବର: ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଲାଗିରହିବ କୋହଲା ପାଗ ସାଙ୍ଗକୁ ବର୍ଷା। ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଦିନତମାମ କୋହଲା ପାଗ ଲାଗିରହିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି…

ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୮ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ଏନେଇ ଭୁବନେଶ୍ବରଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି,…

ରାଜ୍ୟରେ ଆସନ୍ତା ଦୁଇ ଦିନ ଯାଏଁ ଘନ…

ଭୁବନେଶ୍ବର : ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, କନ୍ଧମାଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ। କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ରାଜଧାନୀରେ ଘନ କୁହୁଡ଼ି ଯୋଗୁଁ ଜନଜୀବନ…

ଭୁୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡ଼ି ଯୋଗୁଁ ଲୋକେ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ପ୍ରଭାବରେ ରାସ୍ତାର ୧୦୦ ମିଟର ଦୂରରୁ କିଛି ଦେଖାଯାଉନି। ଫଳରେ ରାସ୍ତାରେ ଯାତାୟତ କରୁଥିବା ଯାନବାହନଗୁଡ଼ିକ ଲାଇଟ୍‌ ଦେଇ ମନ୍ଥର ଗତିରେ ଯାଉଥିବାର ଦେଖିବାକୁ ମିଳିଛି। ଖାଲି ରାଜଧାନୀ ନୁହେଁ କଟକରେ…