ଉତ୍ତେଜନାମୂଳକ ପୋଷ୍ଟ କଲେ…
ଭୁବନେଶ୍ୱର: ଅଯୋଧ୍ୟା ମାମଲାର ରାୟକୁ ନେଇ ଯଦି କେହି ବ୍ୟକ୍ତି ସୋସିଆଲ ମିଡିଆରେ ଉତ୍ତେଜକ ପୋଷ୍ଟ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିପି ବିଜୟ କୁମାର ଶର୍ମା କହିଛନ୍ତି। ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଶର୍ମା ଏହା କହିଛନ୍ତି।…