Odisha Link
Bridging the Missing Links in Odisha
Browsing Tag

Dharmendra Pradhan

ଧର୍ମେନ୍ଦ୍ରଙ୍କୁ ଭେଟିଲେ ନୟାଗଡ଼ ନେତ୍ରୀ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ଓ ଓଡ଼ିଶା ବିଧାନସଭା ନିର୍ବାଚନକୁ ଆଉ ଏକ ବର୍ଷରୁ କମ୍‌ ସମୟ ରହିଛି। ନିର୍ବାଚନ ଯେତେ ପାଖଉଛି ଓଡ଼ିଶା ରାଜନୈତିକ ପାଣିପାଗ ସେତେ ବଦଳିବାରେ ଲାଗିଛି। ଯାହାକୁ ନଜରରେ ରଖି ଏବେଠୁ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଲେଣି ଅଙ୍କକଷା। ଗତଥରର ପ୍ରାର୍ଥୀ ଓ ଏଥରର ଆଶାୟୀ…

ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ…

ଭୁବନେଶ୍ବର: ଫେବ୍ରୁଆରି ମାସରେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ପ୍ରତିବାଦ କରିଥିଲା ଯୁବ ମୋର୍ଚ୍ଚା। ପ୍ରତିବାଦ ସମୟରେେ ଭୁବନେଶ୍ବର ଲୋଏର ପିଏମଜିରେ ଅପ୍ରତିକର ପରିସ୍ଥିତି ଉପୁଜିବା ହେତୁ ପୁଲିସ ଯୁବ ମୋର୍ଚ୍ଚା ସଭାପତି ସମେତ ୨୨ ଜଣଙ୍କୁ ଗିରଫ କରିଥିଲା। ଆଜି ସେହି ଯୁବ ମୋର୍ଚ୍ଚାର…

କୋଟିଆରେ କେନ୍ଦ୍ରମନ୍ତ୍ରୀ, ସୀମାରେ…

କୋଟିଆ: କୋଟିଆର ସବୁ ଗାଁ ଓଡ଼ିଶାର। ସୂର୍ଯ୍ୟ, ଚନ୍ଦ୍ର, ପାଣି ଓ ପବନ ଭଳି ଏହା ଧ୍ରୁବ ସତ୍ୟ ବୋଲି ଶନିବାର କୋରାପୁଟ ଜିଲ୍ଲାର କୋଟିଆ ଗସ୍ତ କରି ସେଠାକାର ଜନସାଧାରଣଙ୍କୁ ଭେଟିବା ସହ ‘ଉତ୍କଳ ଦିବସ’ ପାଳନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର…

ବିଶ୍ୱର ସମ୍ଭାବନା ଓ ସୁଯୋଗକୁ ସ୍ୱୟଂ…

ଭୁବନେଶ୍ୱର: ୨୦୩୬ରେ ଓଡିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱାଧୀନତା ପୂର୍ତ୍ତିର ୧୦୦ ବର୍ଷ ପୂରଣ କରିବ । ଏହି ସମୟ ଅବଧିରେ ବିଶ୍ୱର ସମ୍ଭାବନା ଓ ସୁଯୋଗକୁ ସ୍ୱୟଂ ପାଇଁ ନୁହେଁ ବରଂ ସମୂହଙ୍କ ପାଇଁ ବ୍ୟବହାର କରିବା ଦିଗରେ ସ୍ୱପ୍ନ ଦେଖିବାକୁ…

କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ…

ଓଏଲ୍‌ ବ୍ୟୁରୋ: ଦୋଷୀ ସାବ୍ୟସ୍ତ ହୋଇ ସାଂସଦ ପଦ ହରାଇଥିବା ରାହୁଲ ଗାନ୍ଧୀଙ୍କୁ ନେଇ ଏବେ ପୂରା ଦେଶରେ ଚର୍ଚ୍ଚା। ଅନ୍ୟପଟେ କଂଗ୍ରେସର ଶୀର୍ଷ ନେତୃତ୍ବ ତୁହାକୁ ତୁହା ବୈଠକ କରୁଛନ୍ତି। ଏପରିକି ମୋଦୀ ସରକାରଙ୍କୁ ଟାର୍ଗେଟ ମଧ୍ୟ କରୁଛନ୍ତି କଂଗ୍ରେସ କର୍ମୀ। ଏସବୁ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ରାଜ୍ୟରେ ଡ୍ରାଇଭର ସଂଘର ଆନ୍ଦୋଳନକୁ ନେଇ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦୁଇଦିନ ହେବ ଜାରି ରହିଛି ଡ୍ରାଇଭରମାନଙ୍କର ଆନ୍ଦୋଳନ। ଏହି ଆନ୍ଦୋଳନ ସମସ୍ତ ରାଜ୍ୟବାସୀଙ୍କ ଉପରେ ପ୍ରଭାବ ପକାଇଛି। ତେବେ ଡ୍ରାଇଭରମାନଙ୍କର ଆନ୍ଦୋଳନକୁ ନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ ଏଥିରେ…

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ…

ଓଏଲ୍‌ ବ୍ୟୁରୋ: କେନ୍ଦ୍ର କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧକୁ ରକ୍ଷା କରି ଭାରତ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମଜିଏସଓ୍ୱାଇ) ଅନ୍ତର୍ଗତ ରାଜ୍ୟର ୧୫ ଜିଲ୍ଲାରେ ୫୭ଟି ସେତୁ ନିର୍ମାଣ ପାଇଁ ଅନୁମୋଦନ ଦେବା ସହ ୨୮୭.୮୨ କୋଟି ଟଙ୍କା ମଞ୍ଜୁର…

ଓଡ଼ିଶାରେ ବନାଗ୍ନି ଦେଶରେ ସର୍ବାଧିକ,…

ନୂଆଦିଲ୍ଲୀ: ରାଜ୍ୟରେ ହୁହୁ ହୋଇ ବଢ଼ୁଥିବା ଜଙ୍ଗଲ ନିଆଁ ନେଇ ଗଭୀର ଚିନ୍ତାବ୍ୟକ୍ତ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ସାକ୍ଷାକ କରି ପତ୍ର ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଏହି ପତ୍ରରେ ରାଜ୍ୟରେ ବନାଗ୍ନି ସାରା ଦେଶରେ ଶୀର୍ଷରେ…

ସିଙ୍ଗାପୁର-ଭାରତ ହକାଥନ୍ ୨୦୨୩ର…

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀ ଠାରେ ସିଙ୍ଗାପୁରର ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କ ସହ ସିଙ୍ଗାପୁର - ଭାରତ ହକାଥନ୍ ୨୦୨୩ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି…

ଆଇଆଇଟି ମାଡ୍ରାସ ଦ୍ୱାରା ନୂତନ ଅନଲାଇନ…

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ଆଇଆଇଟି ମାଡ୍ରାସ ଦ୍ୱାରା ଇଲେକ୍ଟ୍ରୋନିକ୍ସ ସିଷ୍ଟମ ବିଭାଗରେ ବିଏସସି ପାଇଁ ପ୍ରସ୍ତୁତ ଅନଲାଇନ ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏଭଳି ପଦକ୍ଷେପ ଆମର ଯୁବଶକ୍ତିଙ୍କୁ ଏକବିଂଶ…