ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ…
ଓଏଲ୍ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଏକ ପତ୍ର ଲେଖିଛନ୍ତି। କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ମାଧ୍ୟମରେ ଝାରସୁଗୁଡା ଜିଲ୍ଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ…