Odisha Link
Bridging the Missing Links in Odisha
Browsing Tag

disel price

ରେକର୍ଡ ଭାଙ୍ଗିଲା ତୈଳ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ତୈଳ ଦର। ଲାଗାତାର ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ପେଟ୍ରୋଲ, ଡିଜେଲ ଦର ଐତିହାସିକ ରେକର୍ଡ କରିଛି। ଆଜି ପେଟ୍ରୋଲ ଦର ୨୭ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲ ଦର ୨୮ ପଇସା ମହଙ୍ଗା ହୋଇଛି। ପେଟ୍ରୋଲ୍ ପରେ ଏବେ ଡିଜେଲ୍ ଦର ଲିଟର ପିଛା ୧୦୦ ଟଙ୍କା ଅତିକ୍ରମ…

କମିଲା ତୈଳ ଦର, କେତେ ଜାଣନ୍ତୁ…

ନୂଆଦିଲ୍ଲୀ: କମିଲା ତୈଳ ଦର। ୧୫ ଦିନ ପରେ ତୈଳ କମ୍ପାନୀମାନେ ପେଟ୍ରୋଲ ଓ ଡିଜେଲ୍ ଦାମ୍ ହ୍ରାସ କରିଛନ୍ତି। ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୬ ପଇସା ଓ ଡିଜେଲ ୧୪ ପଇସା କମିଛି। ଅନ୍ତରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର କମିଥିବାରୁ ଭାରତୀୟ ବଜାରରେ ମଧ୍ୟ ତୈଳ ଦର ହ୍ରାସ ଘଟିଛି। ଦିଲ୍ଲୀରେ…

ବେଲଗାମ ତୈଳ ଦର, ଚିନ୍ତାରେ ଖାଉଟି

ନୂଆଦିଲ୍ଲୀ: ବେଲଗାମ ତୈଳ ଦର। ଅନ୍ତ୍ରରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳଦରର ବୃଦ୍ଧି ସହ ଦିନକୁ ଦିନ ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ। ଯେଉଁ ହାରରେ ତେଲ ଦର ବଢ଼ୁଛି ସେମିତି ହେଲେ ଜାନୁଆରୀ ଅଧା ବେଳକୁ ପେଟ୍ରୋଲ ୯୫ ଟଙ୍କା ଛୁଇଁବ ଓ ଫେବୃଆରୀ ଶେଷ ବେଳକୁ ଶତକ ମାରିବା ଏକ…