ଓଡ଼ିଶା ଆସିବେ ମହାମହିମ
ଓଏଲ୍ ବ୍ୟୁରୋ : ମହାମହିମ ଆସିବେ ଓଡ଼ିଶା। ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ୧୦ତାରିଖରେ ଓଡ଼ିଶା ଆସିବା ସହ ନିଜେ ପଢ଼ୁଥିବା ରମାଦେବୀ ବିଶ୍ୱବିଦ୍ୟାଳୟକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ…