ଜେରା ସମୟରେ ଆତ୍ମ-ଅପରାଧୀ ସ୍ୱୀକାର…
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍ ନେଇ ଏନ୍ସିବି ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଗରିଫ କରିଛି। ଗରିଫ ପରେ ନାର୍କୋଟିକ୍ ଡ୍ରଗ୍ସ ଆଣ୍ଡ ସାଇକୋଟ୍ରୋପିକ୍ ସବଷ୍ଟାନ୍ସ ଅଧିନିୟମ ଅନୁଯାୟୀ ଏକ ସ୍ୱତନ୍ତ୍ର କୋର୍ଟରେ ଜାମିନ ଆବେଦନ କରିଛନ୍ତି ରିୟା।…