Odisha Link
Bridging the Missing Links in Odisha
Browsing Tag

Earthquake

ଥରିଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନରେ ଜୋରଦାର ଭୁକମ୍ପ ଝଟ୍‌କା। ପାକିସ୍ତାନ ରାଜଧାନୀ ଇସଲାମାବାଦରେ ଆଜି ସକାଳ ପ୍ରାୟ ୬ଟା ୩୯ ମିନିଟରେ ଭୁକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୫ ବୋଲି ଜଣାପଡିଛି। ସୂଚନା ମୁତାବକ, ବୁଧବାର ସକାଳ ପ୍ରାୟ ୬.୩୯ ମିନିଟରେ ଇସଲାମାବାଦରେ ୪.୫…

ବାତ୍ୟା ସମୟରେ ଗୁଜରାଟରେ ଭୂକମ୍ପ ଝଟକା

ଅହମଦାବାଦ: ସାମୁଦ୍ରିକ ଝଡ଼ ‘ତଉକ୍ତେ’ ଅତି ଭୀଷଣ ରୂପ ଧାରଣ କରିଥିବା ବେଳେ ଗୁଜରାଟ ସମେତ ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟ କରାଯାଇଛି। ଏହାରି ମଧ୍ୟରେ ଗୁଜରାଟରେ ଆଜି ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଗୁଜରାଟର ସୌରାଷ୍ଟ୍ର ଅଞ୍ଚଳରେ ଶକ୍ତିଶାଳୀ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫…

ଆସାମରେ ୬ଥର ଭୂକମ୍ପ ଝଟ୍‌କା

ଗୌହାଟି: ଆସାମରେ ଭୂକମ୍ପ ଝଟ୍‌କା।ଗୁରୁବାର ବିଳମ୍ବିତ ରାତିରେ ୬ ଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଭୂକମ୍ପର ପ୍ରଥମ ଝଟ୍‌କା ରାତି ୧୨.୨୪ ମିନିଟ ହୋଇଥିବା ବେଳେ ଶେଷ ଝଟ୍‌କା ୨.୩୮ମିନିଟରେ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୬ଥିବା ରେକର୍ଡ ହୋଇଛି। ରାତି ୧୨ଟା ପରେ ଗୋଟିଏ ପରେ…

ରାୟଗଡ଼ାରେ ମୃଦୁ ଭୂକମ୍ପ

ରାୟଗଡା: ରାୟଗଡ଼ାରେ ମୃଦୁ ଭୂକମ୍ପ। ଆଜି ଭୋର ପ୍ରାୟ ୪ଟା ସମୟରେ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିବାର ସୂଚନା ମିଳିଛି। ଭୂକମ୍ପର ତ୍ରିବତା ରିକ୍ଟର ସ୍କେଲ୍‌ରେ ୩.୨ ଥିବା ନେଇ ଜଣାପଡିଛି। ଭୋର ୪ଟା ସମୟରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂକମ୍ପ ଝଟ୍‌କା ଅନୁଭୂତ…

ପ୍ରଶାନ୍ତ ମହାସାଗରରେ ଭୂକମ୍ପ ଝଟକା,…

ୱାଶିଂଟନ: ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପ ଝଟକାର ତୀବ୍ରତା ରିକ୍ଟର ସ୍କେଲରେ ୭.୭ ରେକର୍ଡ ହୋଇଛି। ଭୂମିକମ୍ପ ଅନୁଭୂତ ହେବା ପରେ ସୁନାମୀ ନେଇ ଆଲର୍ଟ ଜାରି ହୋଇଛି। ନ୍ୟୁଜିଲ୍ୟାଣ୍ଡ, ଅଷ୍ଟ୍ରେଲିଆ ଓ ଇଣ୍ଡୋନେସିଆରେ ସୁନାମି ଆଲର୍ଟ ଜାରି କରାଯାଇଛି।…

ଇଣ୍ଡୋନେସିଆରେ ଭୂକମ୍ପ: ୭ ମୃତ, ଶତାଧିକ…

ଜାକର୍ତ୍ତା: ଇଣ୍ଡୋନେସିଆ ସୁଲାୱେସି ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂକମ୍ପ ଝଟକା। ଭୂକମ୍ପରେ ବହୁ ଅଟ୍ଟାଳିକା ଓ ପ୍ରତିଷ୍ଠାନ ଭୁଶୁଡ଼ି ପଡ଼ିଛି। ବର୍ତ୍ତମାନ ସୁଦ୍ଧା ଭୂକମ୍ପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ନିଖୋଜ ହୋଇଯାଇଛନ୍ତି। ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ପ୍ରକାଶ…

କନ୍ଧମାଳରେ ଭୂମିକମ୍ପ, ଭୟଭୀତ ଲୋକେ

ଫୁଲବାଣୀ: ଆଜି ରାତିରେ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନର ମୃଦୁ ଭୂ-କମ୍ପ ଅନୁଭୂତ ହୋଇଛି। ଜିଲ୍ଲାର ଦାରିଙ୍ଗବାଡ଼ି, ରାଇକିଆ ଏବଂ ମୋହନାରେ ମୃଦ୍ୟୁ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି। ସେହିଭଳି ବାଲିଗୁଡ଼ା, ଭଂଜନଗର ଓ ସୋରଡ଼ା ସହରରେ ଭୂମିକମ୍ପ ଅନୁଭୁତ ହୋଇଛି। ତେବେ, ରିକ୍ଟର ସ୍କେଲରେ…

ଉତ୍ତର ଓଡ଼ିଶାରେ ମୃଦୁ ଭୂକମ୍ପର ଝଟକା

ବାଲେଶ୍ୱର: ଉତ୍ତର ଓଡ଼ିଶାରେ ଭୂକମ୍ପର ଝଟକା। ବାଲେଶ୍ୱର ସହର ଓ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି। ଏହାର ପ୍ରଭାବରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ପ୍ରଚଣ୍ଡ ଶବ୍ଦ ଓ ଭୂକମ୍ପର କାରଣ ଜଣାପଡ଼ି ନାହିଁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ଲୋକମାନେ ଘରୁ ବାହାରି…

ଜମ୍ମୁ-କାଶ୍ମୀରରେ ଭୂ-କମ୍ପ ଝଟକା

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ଭୂ-କମ୍ପ ଝଟକା। ଆଜି ସକାଳ ୮ଟା ୩୩ରେ ଭୂ-କମ୍ପର ଝଟକା ଅନୁଭବ ହୋଇଛି। ଏନସିଏସ ଅନୁଯାୟୀ, ରିକ୍ଟର ସ୍କେଲରେ ଭୂ-କମ୍ପର ତିବ୍ରତା ୩.୭ ରେକର୍ଡ଼ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନି ହୋଇନଥିବା ନେଇ ପ୍ରାଥମିକ ସୂଚନାରୁ ଜଣାପଡିଛି। ଏହାପୂର୍ବରୁ ମଧ୍ୟ ଡିସେମ୍ବର…

ରାଜଧାନୀରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର କିଛି ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂମିକମ୍ପ ତୀବ୍ରତା ୪.୨ ରହିଛି। ଏହି ଭୂକମ୍ପର ଉତ୍ପତି ସ୍ଥଳ ଗୁରୁଗ୍ରାମର ୪୮ କିଲୋମିଟର ଦକ୍ଷିଣ-ପଶ୍ଚିମରେ ରହିଛି। ଗୁରୁବାର ରାତି ପ୍ରାୟ ୧୧.୪୫ ମିନିଟ ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା।…