ପୂର୍ବତଟ ରୋଳବାଇକୁ ମିଳିବ ଗୋବିନ୍ଦ…
ଭୁବନେଶ୍ବର: ଭାରତୀୟ ରେଳବାଇର ସମସ୍ତ ଜୋନ୍ ମଧ୍ୟରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ପୂର୍ବତଟ ରେଳପଥ ସମ୍ମାନୀତ ହେବ। ପୂର୍ବତଟ ରେଳପଥକୁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ରେଳବାଇ ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ କରାଯିବ। ସବୁ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ…