Odisha Link
Bridging the Missing Links in Odisha
Browsing Tag

Education Department

୧୯ ଡିଗ୍ରୀ କଲେଜକୁ ଉଚ୍ଚଶିକ୍ଷା ବିଭାଗର…

ଓଏଲ୍‌ ବ୍ୟୁରୋ : ନିୟମ ଉଲ୍ଲଙ୍ଘନ କରି ଛାତ୍ରଛାତ୍ରୀଙ୍କ ଆଡମିଶନ କରିଥିବା ୧୯ ଡିଗ୍ରୀ କଲେଜ ପାଇଁ ସୋ- କଜ ନୋଟିସ ଜାରି କଲେ ଉଚ୍ଚଶିକ୍ଷା ବିଭାଗ। ସୂଚନା ଅନୁସାରେ ୧୯ ଡିଗ୍ରୀ କଲେଜରେ ଛାତ୍ରଛାତ୍ରୀଙ୍କ ଆଡମିଶନ ନିୟମ ଉଲ୍ଲଙ୍ଘନ କରାଯାଇଥିବା ଜଣା ପଡିଛି। ନିୟମ ଉଲ୍ଲଘଂନ କାରଣରୁ ଛାତ୍ରଛାତ୍ରୀଙ୍କ…

ସ୍କୁଲ ଫି କୋହଳ କରିବା ପାଇଁ ପରାମର୍ଶ…

ଭୁବନେଶ୍ୱର: ଅଣଅନୁଦାନପ୍ରାପ୍ତ ଓ ଅନୁଦାନପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଥିବା ରିପୋର୍ଟ ଆଧାରରେହିଁ ୭ଟି ସ୍ଲାବ୍‌ରେ ଫି’ କୋହଳ କରାଯିବ। ଏଥିସହ ପରିବହନ…

କରୋନା ପାଇଁ ଗଣଶିକ୍ଷା ବିଭାଗର କଡ଼ା…

ଭୁବନେଶ୍ବର: କରୋନା ପାଇଁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି। ପୂର୍ବରୁ ସ୍କୁଲ କଲେଜ ବନ୍ଦ ନେଇ ସରକାର ଘୋଷଣା କରିଥିଲେ। ତେବେ ପରୀକ୍ଷା କିନ୍ତୁ ଚାଲୁ ରହିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। କିନ୍ତୁ ଏବେ କଟକଣା ଆଉ ପାଦେ ବଢ଼ିଯାଇଛି। ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି।…

୧୭୮୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ…

ଭୁବନେଶ୍ୱର: ଆଜି ୧୭୮୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ନିଯୁକ୍ତି ପାଇଥିବା ଶିକ୍ଷକ-ଶିକ୍ଷୟିତ୍ରୀମାନେମାନେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ମାଧ୍ୟମିକ ବିଦ୍ୟାଳୟରେ ପାଠ ପଢ଼ାଇବେ। ଏହି ଅବସରରେ ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଓରିଏଣ୍ଟେସନ୍…

ଶିକ୍ଷାଦାନ ବ୍ୟବସ୍ଥାରେ ଉନ୍ନତି ଆଣିବା…

ଭୁବନେଶ୍ବର: ଉଚ୍ଚଶିକ୍ଷା କ୍ଷେତ୍ରରେ ଅନେକଗୁଡ଼ିଏ ପରିବର୍ତ୍ତନକାରୀ ପଦକ୍ଷେପ ନିଆଯାଇଥିବା ପରିପ୍ରେକ୍ଷୀରେ ଏଗୁଡ଼ିକ ନିଷ୍ଠାର ସହିତ ରୂପାୟନ କରି ଛାତ୍ରଛାତ୍ରୀଙ୍କୁ ଏହାର ଲାଭ ପହଞ୍ଚାଇବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ…

ଏଣିକି ୬ ବର୍ଷରେ ଥରେ ବଦଳିବେ କିରାଣୀ :…

ଭୁବନେଶ୍ବର: ବଲାଙ୍ଗିର ବିଇଓ ଅଫିସରେ କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଜାଲିଆତି ଘଟଣା ସାମନାକୁ ଆସିବା ପରେ ଚେତିଛନ୍ତି ରାଜ୍ୟ ସରକାର । ଏଣିକି ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ।  ବିଦ୍ୟାଳୟ…

ବିଧାନସଭା: ପଞ୍ଚମ ଓ ଅଷ୍ଟମରେ ରହିବ ପାସ…

ଭୁବନେଶ୍ବର: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ସ୍ୱଚ୍ଛତା ଆଣିବା ପାଇଁ ନୂଆ ନୂଆ ବ୍ୟବସ୍ଥା କରୁଛନ୍ତି। ବର୍ତ୍ତମାନ ବିଦ୍ୟାଳୟରେ ପଞ୍ଚମ ଓ ଅଷ୍ଟମରେ ପାସ ଫେଲ ବ୍ୟବସ୍ଥା ରହିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୃହରେ ସୂଚନା ଦେଇଛନ୍ତି। ଆଜି ଗୃହରେ ଶିକ୍ଷା ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆଲୋଚନା…