ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ…
ଓଏଲ୍ ବ୍ୟୁରୋ: ଓଡ଼ିଶାରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ। ସକାଳ ୭ଟା ବାଜିବା କ୍ଷଣି ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା। ଆଜି ରାଜ୍ୟର ୫ ଲୋକସଭା ଓ ୩୫ଟି ବିଧାନସଭା ଆସନରେ ଆରମ୍ଭ ହୋଇଛି ମତଦାନ। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ। ୭୯,୬୯,୮୮୭ଜଣ ମତଦାତା ସେମାନଙ୍କର…