ରାଜ୍ୟ ବିଦ୍ୟୁତ୍ କଣ୍ଟ୍ରାକ୍ଟରଙ୍କ…
ଭୁବନେଶ୍ୱର : ବାତ୍ୟା ‘ଫନୀ’କୁ ଦେଢମାସ ପୂରିଗଲାଣି ବସିଲାଣି । ଏବେ ବି ପୁରୀ ଜିଲ୍ଲାର ଅନେକ ଅଞ୍ଚଳରେ ବିଦ୍ୟୁତ୍ ସଂଯୋଗ ହୋଇପାରିନାହିଁ। ସହରାଞ୍ଚଳକୁ ବାଦ୍ ଦେଲେ ଗାଁ ଗଣ୍ଡା ଅବସ୍ଥା କହିଲେ ନ ସରେ । ପୁରୀ ଜିଲ୍ଲାକୁ ସମ୍ପୂର୍ଣ୍ଣ ବିଦ୍ୟୁତୀକରଣ କରିବାକୁ ଆହୁରି ୬ ମାସ ଲାଗିଯିବ ବୋଲି କାର୍ଯ୍ୟରେ…