ଶକ୍ତି ବିଭାଗର ୫’ଟି’…
ଭୁବନେଶ୍ବର: ଶିଳ୍ପ, ଶକ୍ତି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟ ଶଙ୍କର ମିଶ୍ର ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀକକ୍ଷଠାରେ ଓଡ଼ିଶା ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିଥିବା ୫ ‘ଟି’ ଯୋଜନା ସଂପର୍କିତ ସମୀକ୍ଷା ବୈଠକ କରିଛନ୍ତି।…