ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଶିକ୍ଷକ…
ଭୁବନେଶ୍ବର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେବ ପ୍ରବେଶିକା ପରୀକ୍ଷା। ପୂରଣ ହେବ ଖାଲି ଥିବା ୧୦ ହଜାର ହାଇସ୍କୁଲ ଶିକ୍ଷକ ପଦବୀ। ନିଯୁକ୍ତି ପାଇବେ ୬ ହଜାର ଟିଜିଟି, ୪ ହଜାର ୪୪୫ ହିନ୍ଦୀ, ସଂସ୍କୃତ ଓ ଖେଳ ଶିକ୍ଷକ। ପ୍ରଥମ ଥର ପାଇଁ ଏତେ ଶିକ୍ଷକଙ୍କୁ ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଚୟନ କରାଯିବ।…