ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ…
ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ର। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ଉମାଶଙ୍କର। ଗୁରୁବାର ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଛି।
ଏକମାତ୍ର ଓଡ଼ିଆ ଭାବରେ ସିବିଆଇ ନିର୍ଦ୍ଦେଶକ ରହିଥିବା ଉମାଶଙ୍କର ମିଶ୍ର ୨୦୦୩ରେ ସିବିଆଇ ନିର୍ଦ୍ଦେଶକ…