Odisha Link
Bridging the Missing Links in Odisha
Browsing Tag

Examination

ସ୍ଥଗିତ ହେଲା ଜେଇଇ-ମେନ ମେ ପରୀକ୍ଷା

ନୂଆଦିଲ୍ଲୀ: ସ୍ଥଗିତ ହେଲା ଜେଇଇ-ମେନ ମେ ପରୀକ୍ଷା। ଏପ୍ରିଲ୍ ପରେ, ବର୍ତ୍ତମାନ ଜେଇଇ-ମେନ ମେ ୨୦୨୧ ର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ଏନେଇ ନୋଟିସ ଜାରି କରିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ନିଶଙ୍କ ନିଜ ଟ୍ୱିଟରରେ ଏ ସମ୍ପର୍କରେ ସୂଚନା…

ପରୀକ୍ଷା ପଦ୍ଧତି ଓ ନମ୍ବର ଆବଣ୍ଟନ…

କଟକ: ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ପଦ୍ଧତି ଓ ନମ୍ବର ଆବଣ୍ଟନ ସଂକ୍ରାନ୍ତରେ ମାଧ୍ୟମିକ ଶିକ୍ଷା ବୋର୍ଡ ବିଜ୍ଞପ୍ତି ଜାରି କରିଛି। ପୁରାତନ ଓ ନୂତନ ପାଠ୍ୟକ୍ରମର ପରୀକ୍ଷାର୍ଥୀଙ୍କୁ ଭିତ୍ତି କରି ସାଧାରଣ ବିଜ୍ଞାନ ଏବଂ ସାମାଜିକ ବିଜ୍ଞାନ ବିଷୟରେ ଦୁଇ ପ୍ରକାରର ପ୍ରଶ୍ନପତ୍ର ଆସିବ ବୋଲି ଏହି…

ମାଟ୍ରିକ ପରୀକ୍ଷା ଫିସ୍ ଛାଡ଼ ପାଇଁ…

ଭୁବନେଶ୍ବର: ଛାତ୍ର ସମାଜର ବୃହତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ…

ଆଜିଠୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। କରୋନା କଟକଣା ମଧ୍ୟରେ ଆଜି ଏହି ପରୀକ୍ଷା ଅନୁଷ୍ଠିତ ହେବ। ଜେଇଇ ମେନ୍ ଢାଞ୍ଚାରେ ଅନୁଷ୍ଠିତ ହେବ ଓଜେଇଇ। ଆଜିଠାରୁ ଆରମ୍ଭ ହୋଇ ୧୯ତାରିଖ ପର୍ଯ୍ୟନ୍ତ ଚାଲିବ ଓଜେଇଇ। ୨୧ଟି ସହରରେ ୫୪ଟି ପରୀକ୍ଷା କେନ୍ଦ୍ରରେ ଓଜେଇଇ ଦେବେ ୮୦ହଜାରରୁ…

ଅକ୍ଟୋବର ୧୨ରୁ ୧୯ ଯାଏଁ ହେବ ଓଜେଇଇ…

ଭୁବନେଶ୍ବର: ଅକ୍ଟୋବର ୧୨ରୁ ୧୯ ଯାଏଁ ହେବ ଚଳିତ ବର୍ଷର ଓଜେଇଇ ପରୀକ୍ଷା। ଏନେଇ ଓଜେଇଇର ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ୍‌ ସୂଚନା ଦେଇଛନ୍ତି। ମୋଟ ୫୩ ଟି କେନ୍ଦ୍ରରେ ହେବ ଚଳିତ ବର୍ଷର ଓଜେଇଇ ପରୀକ୍ଷା। ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ହେବ ଓଜେଇଇ ପରୀକ୍ଷା। ରାଜ୍ୟ ବାହାରେ ରାଞ୍ଚି,…

ପୁଲଓ୍ବାମା ଅଭିଯୁକ୍ତ ନିଟ୍ ପରୀକ୍ଷା…

ନୂଆଦିଲ୍ଲୀ: ପୁଲୱାମା ଆତଙ୍କବାଦୀ ଆକ୍ରମଣରେ ବିସ୍ଫୋରକ ଯୋଗାଣରେ ସାହାଯ୍ୟ କରିଥିବା ଅଭିଯୁକ୍ତ ନିଟ୍ ପରୀକ୍ଷା ପାଇଁ ମାଗିଲା ଅନୁମତି। ଯୁବକ ଜଣଙ୍କ ସେପ୍ଟେମ୍ବର ୧୩ରେ ହେବାକୁ ଥିବା ନିଟ୍ ପରୀକ୍ଷା ଦେବା ପାଇଁ ଜମ୍ମୁର ଏନଆଇଏ ସ୍ପେଶାଲ କୋର୍ଟରୁ ଅନୁମତି ମାଗିଛି। ଅଭିଯୁକ୍ତର ନାଁ ୱେଜ ଉଲ ଇସଲାମ…

ଜୁନ୍ ୧୭ ପରେ ବିଶ୍ୱବିଦ୍ୟାଳୟ ପରୀକ୍ଷା:…

ଭୁବନେଶ୍ବର: ଜୁନ୍ ୧୭ ତାରିଖ ଯାଏଁ ରାଜ୍ୟରେ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଥିବା ବେଳେ ଏହା ପରେ ଯେକୌଣସି ସମୟରେ ବିଶ୍ୱବିଦ୍ୟାଳୟ ସ୍ତରର ପରୀକ୍ଷାଗୁଡ଼ିକ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ୟୁଜିସି ଗାଇଡ୍‌ଲାଇନ୍‌କୁ ତଜର୍ମା କରିବା ପରେ ଏ ନେଇ ନିଷ୍ପତ୍ତି…

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା…

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ପରୀକ୍ଷା ସକାଳ ୧୦ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ଣ ୧ଟା ୩୦ ପର୍ଯ୍ୟନ୍ତ ଚାଲିବ। ସିବିଏସଇ ଦଶମ ପରୀକ୍ଷା ଆଜି ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ସରିବା ବେଳେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ।ପରୀକ୍ଷା…

ଆଜିଠୁ ଇଗ୍ନୋ ପରୀକ୍ଷା ଆରମ୍ଭ

ଭୁବନେଶ୍ବର : ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ବବିଦ୍ୟାଳୟ (ଇଗ୍ନୋ)ର ଟର୍ମ ଏଣ୍ଡ୍‌ ପରୀକ୍ଷା ଆଜି ଠାରୁ ଆରମ୍ଭ ହୋଇ ଜାନୁଆରି ୩ରେ ଶେଷ ହେବ।। ଏହି ପରୀକ୍ଷା ପାଇଁ ୮୨୫ କେନ୍ଦ୍ର ଖୋଲାଯାଇଥିବା ବେଳେ ୧୬ ଗୋଟି ଅନ୍ତରାଷ୍ଟ୍ରୀୟ ପରୀକ୍ଷା କେନ୍ଦ୍ର ମଧ୍ୟ ସ୍ଥାପନ କରାଯାଇଛି। ଏହି ବର୍ଷ ୬…