Odisha Link
Bridging the Missing Links in Odisha
Browsing Tag

Farmer

୧୪ରେ ବିଜେପି ନେତାଙ୍କ ଘର ଘେରାଉ କରିବେ…

ନୂଆଦିଲ୍ଲୀ: ଦିଲ୍ଲୀ-ଜୟପୁର ରାସ୍ତାକୁ ଚାଷୀ ଅବରୋଧ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। କୃଷି ଆଇନକୁ ପ୍ରତ୍ୟାହାର ଦାବି କରି ଚାଷୀ ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୂଚନା ଦେଇଥିଲା ଚାଷୀ ସଂଘ। ଭାରତୀୟ କୃଷକ ସଂଘର ମୁଖ୍ୟ ବଲବୀର ଏସ ରାଜୱାଲ କହିଛନ୍ତି ଯେ ଡିସେମ୍ବର ୧୨ରେ ଆମେ ଦିଲ୍ଲୀ-ଜୟପୁର…

୭ଟାରେ ଶାହା ଓ ଚାଷୀ ଭେଟ

ନୁଆଦିଲ୍ଲୀ: ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଗୁରୁତ୍ବପୁର୍ଣ୍ଣ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଆଜି ହଠାତ୍‌ ଆଲୋଚନା ପାଇଁ ଡାକିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସଂଧ୍ୟା ୭ଟାରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାରା ଦେଶରେ ଆଜି ଚାଷୀମାନେ ଭାରତ ବନ୍ଦ…

କରୋନା ମୁକାବିଲା: ସହାୟତାର ହାତ ବଢ଼ାଇଲେ…

ବାଲେଶ୍ୱର: ମହାମାରୀ କରୋନାକୁ ନେଇ ସାରା ବିଶ୍ବ ଚିନ୍ତିତ। ଭାରତରେ କରୋନାର ମୁକାବିଲା କରିବା ପାଇଁ ୨୧ ଦିନ ପାଇଁ ସାରା ଦେଶ ଲକ୍‌ଡାଉନ୍। ଏହି ସମୟରେ ଲୋକଙ୍କୁ ବାହାରକୁ ବାହାରିବାକୁ ପାଇଁ ମନା କରାଯାଇଛି। ସେପଟେ ଘର ଚଳାଇବା ପାଇଁ ଗରିବ ଓ ସାଧାରଣ ଲୋକଙ୍କୁ ନାହିଁ ନଥିବା ସମସ୍ୟା ଭୋଗିଲେଣି। ଆଉ…

‘କାଳିଆ-କିଷାନ’ ଏକାଠି,…

ଭୁବନେଶ୍ବର: କୃଷକଙ୍କ ପାଇ ମିଳିମିଶି ଏକାଠି ହେଲେ କେନ୍ଦ୍ର ଓ ରାଜ୍ୟ ସରକାର। କୃଷକଙ୍କୁ ସୁବିଧା ଦେବା ପାଇଁ କାଳିଆ ଯୋଜନାର ଗାଇଡଲାଇନରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର। କୃଷି ବିଭାଗ ବୈଠକରେ ଗାଇଡଲାଇନ ପରିବର୍ତ୍ତନ ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ତେବେ ଚାଷୀଙ୍କୁ…

ଚାଷୀଙ୍କ ସହ କଲ୍‌ସେଣ୍ଟର ଜରିଆରେ…

ଭୁବନେଶ୍ବର: ଚଳିତ ଖରିଫ୍‌ ଋତୁ ୨୦୧୯-୨୦ରେ ଧାନ ସଂଗ୍ରହ କାର୍ଯ୍ୟ ନଭେମ୍ବର ମାସରୁ ଆରମ୍ଭ ହୋଇଛି । ନଭେଞ୍ଚର ୩୦ ତାରିଖରେ ଓଡ଼ିଶା ରାଜ୍ୟ ଯୋଗାଣ ନିଗମ କାରର୍ଯ୍ୟାଳସ୍ଥିଜ କଲ୍‌ସେଣ୍ଟରରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଚାଷୀମାନଙ୍କ ସହ ଫୋନ ଯୋଗେ ଧାନ…

ରାଜଧାନୀରେ ତାତିଲେ ଚାଷୀ

ଭୁବନେଶ୍ଵର: ଟୋକନ ବ୍ୟବସ୍ଥା ବିରୋଧରେ ଆଜି ଗୋଡଭଗା ଛକରେ ରାସ୍ତାରେ ଧାନବସ୍ତା ରଖି ପଶ୍ଚିମ ଓଡିଶା ଚାଷୀ ରାସ୍ତା ଅବରୋଧ କରିଥିବା ବେଳେ ରାଜଧାନୀରେ ଏହାକୁ ମଧ୍ୟ ତୀବ୍ର ବିରୋଧ କରାଯାଇଛି। ଟୋକନ ବ୍ୟବସ୍ଥାକୁ ବିରୋଧ କରି ରାଜଧାନୀରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ରାଲି କରାଯାଇଛି। ସଙ୍ଗଠନର…

ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ…

ବରଗଡ: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ଼ ଜିଲାରେ ଚାଷୀ ଆନ୍ଦୋଳନ ଉଗ୍ର ରୁପ ଧାରଣ କରିଛି। ଗତ ସୋମବାରରୁ ଚାଷୀମାନେ…

୧୨ ଘଣ୍ଟିଆ ଅତାବିରା ବନ୍ଦ ଡାକରା

ବରଗଡ: ଟୋକନ ବ୍ୟବସ୍ଥାକୁ ବିରୋଧ କରି ୧୨ ଘଣ୍ଟିଆ ଅତାବିରା ବନ୍ଦ ଡାକରା ଦିଆଯାଇଛି। ରାଜ୍ୟ କୃଷକ ସଙ୍ଗଠନ ପକ୍ଷରୁ ବନ୍ଦ ପାଳନ ପାଇଁ ଆହ୍ବାନ। ବନ୍ଦ ଡାକରା ଫଳରେ ସମସ୍ତ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ରହିଛି। ସ୍କୁଲ କଲେଜ, ଦୋକାନ ବଜାର ବନ୍ଦ କରାଯାଇଥିବା, ବେଳେ ଯାନବାହନ ଚଳାଚଳ ସ୍ବାଭାବିକ…

ଚାଷୀଙ୍କୁ ଦଳିଦେଲା ହାତୀ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଆଗଲପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ବିଲକୁ ଫସଲ ଜଗିବାକୁ ଯାଇଥିବା ସମୟରେ ଜଣେ ଚାଷୀଙ୍କୁ ଗୋଟିଏ ହାତୀ ଦଳି ଦେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଚାଷୀ ଫସଲ ଜଗିବାକୁ ବିଲକୁ ଯାଇଥିଲେ। ସେହି ସମୟରେ ହାତୀ ଆକ୍ରମଣର ଶିକାର…

ମହାରାଷ୍ଟ୍ର: ଚାଷୀ କହିଲେ ମୁଁ ହେବି…

ମୁମ୍ୱାଇ: ମହାରାଷ୍ଟ୍ର ନିର୍ବାଚନ ଫଳାଫଳ ଆସି ସାରିଥିଲେ ସୁଦ୍ଧା କିଏ ସରକାର ଗଠନ କରିବେ ଏପର୍ଯ୍ୟନ୍ତ ଚୂଡ଼ାନ୍ତ ହୋଇ ପାରିନାହିଁ। ବିଜେପି ଦେବେନ୍ଦ୍ର ଫଡନାଭିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଚାହୁଁଥିବା ବେଳେ ବିଜେପିର ସହଯୋଗୀ ଶିବସେନା ୫୦:୫୦ ଫର୍ମୂଲାକୁ ନେଇ ଅଡ଼ି ବସିଛି। ଯାହାରି ଫଳରେ…