Odisha Link
Bridging the Missing Links in Odisha
Browsing Tag

Fiar

ସର୍ଟ ସର୍କିଟରୁ ଜଳିଗଲା ଦୋକାନ ଘର

ଲମତାପୁଟ: କୋରାପୁଟ ଜିଲ୍ଲା ଅନକାଡେଲି ବଜାରରେ ଥିବା ଖଗେଶ୍ବର ବେହେରାଙ୍କ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କା ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ସୂଚନାଯୋଗ୍ୟ ଯେ, ଶୁକ୍ରବାର ରାତି…

ଜଳିଗଲା ୨୧ ବଖରା ଘର

ଡେଲାଙ୍ଗ: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ମାଛପଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୧ବଖରା ଘର ପୋଡି ପାଉଁଶ ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ ବିଳମ୍ବିତ ରାତିରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳିପଡା ପଞ୍ଚାୟତର ମାଛପଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

ଜଳିଗଲା ଘର : ୬ ଗୋରୁ ଜୀବନ୍ତ ଦଗ୍ଧ

ଭଣ୍ଡାରିପୋଖରୀ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଢିଅ ଗ୍ରାମର ବୈଷ୍ଣବ ଜେନାଙ୍କ ଘରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ ବଖରା ଘର ସହ ୬ ଗୋରୁ ଜୀବନ୍ତଦଗ୍ଧ ହୋଇଛନ୍ତି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ଜଳିଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହଁ । ଖବର ପାଇ…