Odisha Link
Bridging the Missing Links in Odisha
Browsing Tag

Finance Minister

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ…

ଓଏଲ୍ ବ୍ୟୁରୋ : ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ହୋଇଯାଇଛି। ଗତକାଲି ପୁଲିସ କର୍ମଚାରୀ ଗୋପାଳଙ୍କ ଗୁଳି ମାଡ଼ରେ ଟଳି ପଡ଼ିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ। ପରେ ତାଙ୍କୁ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତର ମାନଙ୍କ ଅନେକ ସମୟ ଚେଷ୍ଟା ପରେ ବି ଜୀବନ ଯୁଦ୍ଧରେ ହାରିଯାଇଥିଲେ…

ଫେବ୍ରୁଆରୀ ପହିଲାରେ ବଜେଟ

ଓଏଲ୍ ବ୍ୟୁରୋ : ଏବର୍ଷର କେନ୍ଦ୍ରୀୟ ବଜେଟ ଫେବ୍ରୁଆରୀ ପହିଲାରେ ଆଗତ ହେବ। ୨୦୨୩ ଜାନୁଆରୀ ୩୧ରେ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଫେବ୍ରୁଆରୀ ପହିଲାରେ ସଂସଦରେ ବଜେଟ ଉପସ୍ଥାପନ କରିବେ। ଆର୍ଥିକ ବର୍ଷ ୨୦୨୩-୨୦୨୪ ପାଇଁ ବଜେଟ ଉପସ୍ଥାପନ କରାଯିବ ନେଇ ସୂଚନା। ସୂଚନା…

ଦେଶର ଆର୍ଥିକ ଅବସ୍ଥା ସୁଧୁରୁଛି:…

ନୂଆଦିଲ୍ଲୀ: କରୋନା ସଙ୍କଟରେ ବିପର୍ଯ୍ୟସ୍ତ ହୋଇଥିବା ଅର୍ଥନୀତିକୁ ସୁଧାରିବା ପାଇଁ ଆଜି ଆଉ ଏକ ରିଲିଫ୍ ପ୍ୟାକେଜ୍ ଘୋଷଣା କଲେ କେନ୍ଦ୍ର ସରକାର। ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତରା ରମଣ ଏହାର ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଦେଶରେ କରୋନା…

କେନ୍ଦ୍ର ସରକାରଙ୍କର ପୂଜା ଭେଟି: ମିଳିବ…

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କର ପୂଜା ଭେଟି। ସ୍ୱତନ୍ତ୍ର ଫେଷ୍ଟିଭାଲ୍ ଆଡଭାନ୍ସ ଯୋଜନାରେ ସମସ୍ତ କର୍ମଚାରୀଙ୍କୁ ୧୦,୦୦୦ ଟଙ୍କା ପ୍ରଦାନ କରିବେ କେନ୍ଦ୍ର ସରକାର। ଏନେଇ ଅର୍ଥମନ୍ତ୍ରୀ ସୀତାରମଣ କେନ୍ଦ୍ର ସରକାରଙ୍କ ଅର୍ଥବ୍ୟବସ୍ଥାରେ ଆବଶ୍ୟକତାକୁ ବଢାଇବା ପାଇଁ ଆଜି ବହୁ ଗୁରୁତ୍ବପୂର୍ଣ୍ଣ ଘୋଷଣା…

MSME ପାଇଁ ୩ ଲକ୍ଷ କୋଟିର ଋଣ

ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ ଦେଶର ଅର୍ଥନୀତି ମାନ୍ଦାବସ୍ଥା ମଧ୍ୟରେ ଗତି କରୁଥିବାବେଳେ ଏଥିରେ ସୁଧାର ଆଣିବା ଲାଗି ଗତକାଲି ପ୍ରଧାମନ୍ତ୍ରୀ ଆତ୍ମନିର୍ଭର ଅଭିଯାନର ଘୋଷଣା କରିଥିଲେ। ଏଥିପାଇଁ ପ୍ରଧାନମନ୍ତ୍ରୀ ୨୦ ଲକ୍ଷ କୋଟି ଟଙ୍କାର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏନେଇ ଆଜି…

ନୂଆ ଭାରତ ନିର୍ମାଣ ପାଇଁ ପ୍ରୟାସ:…

ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ ଦେଶର ଅର୍ଥନୀତି ମାନ୍ଦାବସ୍ଥା ମଧ୍ୟରେ ଗତି କରୁଥିବାବେଳେ ଏଥିରେ ସୁଧାର ଆଣିବା ଲାଗି ଗତକାଲି ପ୍ରଧାମନ୍ତ୍ରୀ ଆତ୍ମନିର୍ଭର ଅଭିଯାନର ଘୋଷଣା କରିଥିଲେ। ଏଥିପାଇଁ ପ୍ରଧାନମନ୍ତ୍ରୀ ୨୦ ଲକ୍ଷ କୋଟି ଟଙ୍କାର ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏନେଇ ଆଜି…

କରୋନା ଭୟରେ ମନ୍ତ୍ରୀଙ୍କ ଆତ୍ମହତ୍ୟା

ଫ୍ରାଙ୍କଫର୍ଟ: କରୋନା ଭୟରେ ଆତ୍ମହତ୍ୟା କରିଛନ୍ତି ଜର୍ମାନୀର ହେସ୍ ରାଜ୍ୟର ଅର୍ଥମନ୍ତ୍ରୀ ଥମାସ୍‌ ସାପେର। ଜର୍ମାନୀକୁ କରୋନା ଭୂତାଣୁ କବଳିତ କରି ରଖିଥିବା ବେଳେ ଅର୍ଥନୈତିକ ଅବସ୍ଥା କ'ଣ ହେବ ସେଇ ଚିନ୍ତାରେ ସେ ଆତ୍ମହତ୍ୟା କରିଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ଫୋଲକର ବୋଭିଅର। ଗତକାଲି…

କରୋନା: ଆଇଟିଆର, ଜିଏସଟିକୁ ନେଇ ବଡ଼…

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରୋନା ମୁକାବିଲା ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ କରିଥିଲେ। କରୋନା ମୁକାବିଲା ପାଇଁ ଲକ୍ ଡାଉନ ଜରୁରୀ ବୋଲି ଆଜି ନିର୍ମଳା ସୀତାରମଣ କହିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସେ ଏକ ବଡ଼ ଘୋଷଣା ମଧ୍ୟ କରିଛନ୍ତି। ୨୦୧୮-୧୯ ବର୍ଷ…

ୟେସ୍‌ ବ୍ୟାଙ୍କ ଜମାକାରୀଙ୍କ ଟଙ୍କା…

ନୂଆଦିଲ୍ଲୀ: ଆର୍ଥିକ ସଙ୍କଟରେ ୟେସ୍‌ ବ୍ୟାଙ୍କ। ୟେସ୍‌ ବ୍ୟାଙ୍କର ଦେବାଳିଆ ସ୍ଥିତି ସାମ୍ନାକୁ ଆସିବା ପରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଟଙ୍କା ଉଠାଣ ଉପରେ କଟକଣା ଜାରି କରିଛନ୍ତି ଫଳରେ ଜମାକାରୀଙ୍କ ମଧ୍ୟରେ ଟଙ୍କା ବୁଡ଼ିଯିବା ନେଇ ଭୟ ସୃଷ୍ଟି ହୋଇଛି। ଏଥିପାଇଁ ଗ୍ରାହକମାନେ ଟଙ୍କା ଉଠାଇବା…

ଜିଏସଟି କ୍ଷତିପୂରଣ ବାବଦରେ କେନ୍ଦ୍ର…

ନୂଆଦିଲ୍ଲୀ: ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ଜିଏସଟି କ୍ଷତିପୂରଣ ବାବଦରେ କେନ୍ଦ୍ର ସରକାର ପ୍ରଦାନ କରିଛନ୍ତି ୩୫ ହଜାର କୋଟି ଟଙ୍କା। ଜିଏସଟି ପରିଷଦର ଦୁଇ ଦିନିଆ ବୈଠକ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସରକାର ଏହି ରାଶି ପ୍ରଦାନ କରିଥିବା କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ରାଶି…