Odisha Link
Bridging the Missing Links in Odisha
Browsing Tag

Flood Water

ରାଜଧାନୀରେ ବନ୍ୟାଜଳ

ଓଏଲ୍‌ ବ୍ୟୁରୋ: ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ବନ୍ୟାସ୍ଥିତି। ଏସବୁ ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ମଧ୍ୟ ପଶିଲା ବନ୍ୟାଜଳ। ରାଜଧାନୀ ଉପକଣ୍ଠ ବାଲିପାଟଣା ଓ ସୁନ୍ଦରପଦା ଅଞ୍ଚଳରେ ବନ୍ୟାଜଳ ପଶିବା ଯୋଗୁ ଲୋକେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ…

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ଟି…

ଓଏଲ୍‌ ବ୍ୟୁରୋ: ଖୋଲିଲା ହୀରାକୁୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍। ପୂର୍ବରୁ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଥିବାବେଳେ ଆଜି ଆଉ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ମୋଟ୍‌ ୧୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୧୫.୬୦ ଫୁଟ ରହିଛି। ୪ଲକ୍ଷ ୨୧ହଜାର ୫୮୯…

ଖୋଲିଲା ହୀରାକୁଦର ୨ଟି ଗେଟ, ନିଷ୍କାସିତ…

ସମ୍ବଲପୁର: ରବିବାର ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍। ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରରେ କ୍ରମାଗତ ଭାବେ ଜଳସ୍ତର ବଢୁଥିବାରୁ ଜଳଭଣ୍ଡାରର ଗେଟ୍ ଖୋଲିବା ନେଇ ନିଷ୍ପତ୍ତି ନେଇଥିଲେ ଡ୍ୟାମ୍ କର୍ତ୍ତୃପକ୍ଷ। ଏନେଇ ପୂର୍ବରୁ ସୂଚନା ମଧ୍ୟ ଦେଇଥିଲେ ଡ୍ୟାମ୍‌…

ହୀରାକୁଦ ଡ୍ୟାମ୍‌ର ୯ଟି ଗେଟ୍‌ ଦେଇ…

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ବୁଧବାର ଆଉ ୪ଟି ଗେଟ୍ ଖୋଲାଯାଇଛି। ଏବେ ହୀରାକୁଦ ଜଳଭଣ୍ଡାରର ୯ଟି ଗେଟ୍ ଦେଇ ବନ୍ୟାଜଳ ଜଳ ନିଷ୍କାସନ ଜାରି ରହିଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଡ୍ୟାମ୍‌ର ବାମପଟର ୬ ଓ ଦକ୍ଷିଣ ପଟର ୩ ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି।…

ହୀରାକୁଦ: ଆଉ ୮ଟି ଗେଟ୍ ବନ୍ଦ, ୨୪ଟି…

ସମ୍ବଲପୁର: ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଫଳରେ ମଙ୍ଗଳବାର ୨ଟି ପର୍ଯ୍ୟାୟରେ ୮ଟି ଗେଟ୍ ବନ୍ଦ କରାଯାଇଛି। ବର୍ତ୍ତମାନ ୨୪ଟି ଗେଟ୍ ଦେଇ ଜଳ ନଷ୍କାସନ ହେଉଥିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।ହୀରାକୁଦ ଜଳ ଭଣ୍ଡାରର ବାମ ପାଖରେ ୧୫ଟି ଓ ଡାହଣ ପଟରେ…

ହୀରାକୁଦ ଡ୍ୟାମ୍‌ର ୩୬ଟି ଗେଟ୍‍ ଖୋଲିଲା

ହୀରାକୁଦ: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆହୁରି ୪ଟି ଗେଟ୍‌ ଖୋଲାଯାଇଛି ଫଳରେ ହୀରାକୁଦରେ ମୋଟ ୩୬ଟି ଗେଟ ଦେଇ ବନ୍ୟାଜଳ ନିଷ୍କାଷିତ ହେଉଛି। ଶୁକ୍ରବାର ସକା​ଳ ସୁଦ୍ଧା ୨୪ଟି ଗେଟ ଖୋଲାଯାଇଥିବା ବେଳେ ପରେ ୨୮ଟି,୩୨ଟି ଏବଂ…

ଫୁଲୁଛି ମହାନଦୀ, ହୀରାକୁଦର ୨୮ଟି ଗେଟ୍…

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆହୁରି ୪ଟି ଗେଟ୍‌ ଖୋଲାଯାଇଛି ଫଳରେ ହୀରାକୁଦରେ ମୋଟ ୨୮ଟି ଗେଟ ଦେଇ ବନ୍ୟାଜଳ ନିଷ୍କାଷିତ ହେଉଛି। ବର୍ତ୍ତମାନ ଜଳଭଣ୍ଡାରରେ ୬ ଲକ୍ଷ ୫୬ ହଜାର କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବା…

ହୀରାକୁଦର ୨୪ଟି ଗେଟ୍ ଖୋଲା, ତଳିଆ…

ହୀରାକୁଦ: ଲଘୁଚାପ ଜନିତ ବର୍ଷା ହେତୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି। ଏହାରି ଭିତରେ ଆଜି ହୀରାକୁଦ ଡ୍ୟାମରୁ ୨୪ଟି ଗେଟ ଯୋଗେ ଜଳ ନିଷ୍କାସନ ଜାରି ରହିଛି। ଉପର ମୁଣ୍ଡରୁ ଜଳ ଭଣ୍ଡାରକୁ ଅଧିକ ଜଳ ପ୍ରବେଶ କରୁଥିବାରୁ ​‌ଏପରି କରାଯାଇଛି। ସୂଚନା ଅନୁସାରେ, ଗତକାଲି…

ଭଟ୍ଟାରିକା ମନ୍ଦିରରେ ପଶିଲା ବନ୍ୟାଜଳ

କଟକ : ମା’ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ବନ୍ୟାଜଳ। ଗତକାଲି ରାତି ପ୍ରାୟ ୧ଟା ସମୟରେ ମନ୍ଦିରକୁ ଭିତରକୁ ବନ୍ୟାଜଳ ପ୍ରବେଶ କରିଥିବା ଜଣାପଡ଼ିଛି। ମହାନଦୀରେ ପ୍ରବାହିତ ବନ୍ୟାଜଳ ଭଟ୍ଟାରିକା ମନ୍ଦିର ଭିତରେ ପ୍ରବେଶ କରିଛି ଫଳରେ ମନ୍ଦିରଟି ଜଳମଗ୍ନ ହୋଇଯାଇଛି। ମନ୍ଦିର ଭିତରେ ବନ୍ୟାଜଳ ପଶିବା କାରଣରୁ…

ବନ୍ୟା ଜଳରେ ଭାସିଗଲେ ମହିଳା

ମୟୂରଭଞ୍ଜ: ବନ୍ୟାଜଳରେ ଭାସିଯାଇ ଜଣେ ମହିଳା ନିଖୋଜ। ଗଙ୍ଗାହାର ନଦୀର ବନ୍ୟାଜଳରେ ଭାସିଗଲେ ମହିଳା। ମହିଳା ଜଣଙ୍କ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକର ଭୀମିଦା ଗ୍ରାମର ଜୀବନବନ୍ଧୁ ମହାପାତ୍ରଙ୍କ ପତ୍ନୀ ସ୍ନେହଲତା(୬୨)। ତାଙ୍କର ବଡ଼ପୁଅ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପରିବାରର ୪ ସଦସ୍ୟ ସରକାରୀ…