Odisha Link
Bridging the Missing Links in Odisha
Browsing Tag

Forest Fire

ରାଜ୍ୟର ସବୁ ବନ କର୍ମଚାରୀଙ୍କ ଛୁଟି…

ଭୁବନେଶ୍ୱର: ରାଜ୍ୟର ପ୍ରାୟତଃ ବହୁ ଜଙ୍ଗଲ ଏବେ ଜଳୁଛି। ଅନେକ ଦିନ ହେଲା ଶିମିଳିପାଳ ଅଭୟାରଣ୍ୟ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରାଯାଇ ପାରିନାହିଁ। ଶିମିଳିପାଳ ଓ ଅନ୍ୟ ଜଙ୍ଗଲରେ ନିଆଁକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ଆଜି ରାଜ୍ୟ ସରକାର ଏହି ନିଷ୍ପତ୍ତି…

ଶିମିଳିପାଳ ବନାଗ୍ନି ନିରୀକ୍ଷଣ ପାଇଁ…

ଭୁବନେଶ୍ୱର: ଶିମିଳିପାଳ ବନାଗ୍ନି ନିରୀକ୍ଷଣ ପାଇଁ ଆସିବ କେନ୍ଦ୍ରୀୟ ଟିମ୍। ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ଶିମିଳିପାଳ ଆସିବ। ଶିମିଳିପାଳ ଜଙ୍ଗଲରେ ବିଭିନ୍ନ ସ୍ଥାନରେ ନିଆଁ ଜଳୁଥିବା ବେଳେ ବନାଗ୍ନି ସମସ୍ୟାକୁ ନେଇ ରାଜ୍ୟ ବିଜେପିର ୯ଜଣିଆ ସଂସଦୀୟ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଜଙ୍ଗଲ ଓ ପରିବେଶ…

ଜଳୁଛି ଜଙ୍ଗଲ, ହାଇକୋର୍ଟରେ ମାମଲା ରୁଜୁ

କଟକ: ରାଜ୍ୟବ୍ୟାପୀ ଓଡ଼ିଶାର ବିଭିନ୍ନ ଜଙ୍ଗଲ ଜଳୁଛି। ଜଙ୍ଗଲ ଜଳିବା ନେଇ ଉଚ୍ଚ ନ୍ୟାୟାଳୟରେ ଏକ ମାମଲା ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ହେଲିକପ୍ଟରରେ ଆକାଶ ମାର୍ଗରୁ ନିଆଁ ଲିଭାଇବାକୁ ନିବେଦନ କରାଯାଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଜଙ୍ଗଲ ଜଳିବା ଯୋଗୁଁ ଜଳବାୟୁ…

ବନ କର୍ମଚାରୀଙ୍କ ଛୁଟି ଉପରେ ଲାଗିଲା…

ସମ୍ବଲପୁର: ରାଜ୍ୟବ୍ୟାପୀ ଅନେକ ସ୍ଥାନରେ ଜଳୁଛି ଜଙ୍ଗଲ। ଜଙ୍ଗଲରେ ନିଆଁ ଲାଗିବା ପରେ ବନ ବିଭାଗ କର୍ମଚାରୀଙ୍କ ଛୁଟି ଉପରେ ଲାଗିଲା ରୋକ୍। ସମ୍ବଲପୁରରେ ବନ ବିଭାଗ କର୍ମଚାରୀଙ୍କ ଛୁଟି ଉପରେ ରୋକ୍‌ ଲାଗାଇଛି ଜିଲ୍ଲା ପ୍ରଶାସନ। ଅତି ଜରୁରୀ କାମ ନଥିଲେ କେହି କର୍ମଚାରୀ ଛୁଟି ନେଇ ପାରିବେନାହିଁ। ଏନେଇ…

ଜଙ୍ଗଲ ସୁରକ୍ଷାର ଗାଇଡ୍‌ଲାଇନ୍ ଏବଂ…

ଭୁବନେଶ୍ୱର: ଓଡିଶାର ସବୁଜ ବନାନୀ ହୁ ହୁ ହୋଇ ଜଳିଯାଉଛି କିନ୍ତୁ ଜଙ୍ଗଲ ବିଭାଗ କିମ୍ବା ରାଜ୍ୟ ସରକାରଙ୍କର ଏଥିପ୍ରତି ଦୃଷ୍ଟି ନାହିଁ । ଜଙ୍ଗଲରେ ନିଆଁ ଲାଗିବା ସଂପର୍ଣ୍ଣ ମନୁଷ୍ୟକୃତ। କିଛି ଜଙ୍ଗଲ ମାଫିଆ ଓ ଅସାମାଜିକ ବ୍ୟକ୍ତି ଏହି ଅକ୍ଷମଣୀୟ ଅପରାଧରେ ସଂପୃକ୍ତ। ଶିମିଳିପାଳ ସଂରକ୍ଷଣ ଜୈବ ମଣ୍ଡଳ…