Odisha Link
Bridging the Missing Links in Odisha
Browsing Tag

forest

ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା; ୨…

ଓଏଲ୍‌ ବ୍ୟୁରୋ : ବନବିଭାଗର ହେପାଜତରେ ଜଣେ ବ୍ୟକ୍ତିଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଥିବା ଜଣା ପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଖୁଣ୍ଟକଟା ସାତଗୋଛିଆ ଗାଁର ଧନେଶ୍ବର ବେହେରା। ତେବେ ଏହି ମୃତ୍ୟୁ ଘଟଣାରେ ପୁଲିସ ବଡ଼ମ୍ବା ରେଞ୍ଜରଙ୍କ ସମେତ ୭ଜଣଙ୍କୁ ଉଠାଇନେଇଥିବାର ଖବର ମିଳିଛି। ଏମାନଙ୍କୁ ଥାନାରେ…

ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ଶିକାରୀ…

ଜି.ଉଦୟଗିରି: କନ୍ଧମାଳ ଜିଲ୍ଲା ରାଇକିଆ ବନବିଭାଗ ରେଞ୍ଜ୍ ମାଣିକେଶ୍ଵର ପଞ୍ଚାୟତ ବାଡାମାହା ଜଙ୍ଗଲରୁ ଜଣେ ଶିକାରୀଙ୍କୁ ଗିରଫ କରିଛି ବନବିଭାଗ। ସେ ଜଙ୍ଗଲରେ ନିଆଁ ଲଗାଉଥିବା ସମୟରେ ଶିକାରୀଟି ଧରା ପଡ଼ିଥିଲା। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ରାଇକିଆ ବନବିଭାଗ ଫରେଷ୍ଟ ଗାର୍ଡ ଅଜିତ ଗଣ୍ଡା ଏବଂ ବିଷ୍ଣୁ…

ବିଦ୍ୟୁତ ଫାଶରେ ପଡ଼ି ଯୁବକ ମୃତ

କୋକସରା: ବାରହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ଯୁବକ ପଡ଼ି ମୃତ। ଏହି ଘଟଣାଟି କଳାହାଣ୍ଡି ଜିଲ୍ଲାର କଲମପୁର ବ୍ଲକ ଦରଲୀପଡ଼ା ନିକଟରେ ଥିବା ଜଙ୍ଗଲ ମଧ୍ୟରେ ଘଟିଛି। ବାରହା ଶିକାର ପାଇଁ ବିଦ୍ୟୁତ ବିଛାଇ ଫାସ ବସା ଯାଇଥିଲା। ସେହି ଫାସରେ ପଡ଼ି ଜୟପାଟଣା ବ୍ଲକ କଦୋପଦର ଗ୍ରାମର ଗଜାନନ କଣ୍ଟା ନାମକ…