Odisha Link
Bridging the Missing Links in Odisha
Browsing Tag

Found Hanging In Bhubaneswar

ଇଂଜିନିୟରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଶ୍ରୀବିହାର ସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଘର କଟକର ନିଆଳି ଅଞ୍ଚଳରେ। ସେ ଇଞ୍ଜିନିୟରିଂ ପାସ୍ ଆଉଟ୍ ଛାତ୍ର ବୋଲି ଜଣାପଡ଼ିଛି। ପୁଲିସ୍‌ ଘଟଣାସ୍ଥଳରୁ ଏକ ସୁଇସାଇଡାଲ ନୋଟ୍ ଜବତ କରିଛି। ପୁଲିସ ଘଟଣାର ତଦନ୍ତ କରୁଛି।