Odisha Link
Bridging the Missing Links in Odisha
Browsing Tag

FREEDOM FIGHTER

ଦେଶ ପାଳୁଛି ନେତାଜୀ ସୁବାଷ ଚନ୍ଦ୍ର…

ଓଏଲ୍ ବ୍ୟୁରୋ : ଭାରତମାତାର ଅମର ବରପୁତ୍ର ତଥା ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠାତା ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଆଜି ହେଉଛି ୧୨୬ ତମ ପୁଣ୍ୟ ଜୟନ୍ତୀ। ଏହି ଅବସରରେ ଦେଶ ପାଳୁଛି ପରାକ୍ରମ ଦିବସ।୧୮୯୬ ଜାନୁଆରୀ ୨୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ଏହି ମହାପୁରୁଷ। ତାଙ୍କ ପିତାଙ୍କ ନାଁ ଥିଲା…

ପରଲୋକରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ନୟାଗଡ଼: ଆଉ ନାହାନ୍ତି ନୟାଗଡ଼ ଜିଲ୍ଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଈଶ୍ୱର ବିଶୋଇ। ଗୁରୁବାର ତାଙ୍କର ପରଲୋକ ହୋଇଥିବା ସୂଚନା ରହିଛି। ବାର୍ଦ୍ଧ୍ୟକ ଜନିତ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଶ୍ରୀ ବିଶୋଇ ରଣପୁର ବ୍ଲକର ମଝିଆଖଣ୍ଡ ଗ୍ରାମରେ ୧୯୨୧ ମସିହା ନଭେମ୍ବର ୧୧ ତାରିଖରେ ଜନ୍ମ…

ସମ୍‌ରେ କରୋନାକୁ ପରାଜିତ କଲେ ୯୬ ବର୍ଷୀୟ…

ଭୁବନେଶ୍ୱର: ସାରା ବିଶ୍ୱରେ ଜାରି ରହିଥିବା କୋଭିଡ -୧୯ ମହାମାରୀ ସହ ଲଢ଼ି ଏହାକୁ ପରାଜିତ କରିଛନ୍ତି ୯୬ ବର୍ଷୀୟ ସ୍ୱାଧିନତା ସଂଗ୍ରାମୀ। ସମ୍ କୋଭିଡ ହସ୍ପିଟାଲରେ ସଫଳ ଚିକିତ୍ସା ପାଇବା ପରେ ଏହି ବର୍ଷୀୟାନ୍ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଚାରିଆଡେ ଆନନ୍ଦର ଲହରୀ ଖେଳିଯାଇଛି।…