Odisha Link
Bridging the Missing Links in Odisha
Browsing Tag

Gas Blast

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ, ୭…

ଖୋର୍ଦ୍ଧା: ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ଦୁଇଟି ପରିବାରର ୭ ଜଣ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପ୍ରକାଶ ଯେ, ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତ୍ରୀ ଗାଁରେ ହଠାତ୍ ଗ୍ୟାସ୍‌ ଲିକ୍‌ ହେବାରୁ ନିଆଁ…

ଗ୍ୟାସ୍ ଫାଟି ଜଳିଗଲା ୬ ବଖରା

ଭଦ୍ରକ: ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ୬ ବଖରା ଘର। ଏଭଳି ଏକ ଅଭବନୀୟ ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ବଙ୍ଗାଳି ସାହିରେ ଆଜି ସକାଳେ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି। କୌଣସି କାରଣରୁ ଘରେ ଥିବା ଗ୍ୟାସ୍ ଲିକ୍ ହୋଇ ନିଆଁ ଲାଗି ଯାଇଥିଲା।…

ଗ୍ୟାସ ଟାଙ୍କି ଫାଟି ୩ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ବାଙ୍ଗୁରସିଂହ ସବର ସାହିରେ ସୋମବାର ଏକ ଅଭାନୀୟ ଘଟଣା ଘଟିଛି। ସବର ସାହିରେ ହେମ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କ ଘରେ ଗ୍ୟାସ ଟାଙ୍ଗି ଫାଟି ୩ ଜଣ ଗୁରୁତର ହେବା ସହ ୧୧ ବଖରା ଜଳି ଭସ୍ମୀଭୂତ ହୋଇଯାଇଛି। ଗୁରୁତର ମାନେ ସମ୍ପର୍କରେ ଶାଶୁ ,…