Odisha Link
Bridging the Missing Links in Odisha
Browsing Tag

Girish Chandra Murmu

CAG ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର…

ନୂଆଦିଲ୍ଲୀ: ଆଜି CAG ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀ ମୁର୍ମୁଙ୍କୁ ଶପଥ ପାଠ କରାଇଥିଲେ। ଶପଥ ପାଠ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ। ଏଥିସହିତ ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ। ଆୟୋଜିତ ଶପଥ…

ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ…

ନୂଆଦିଲ୍ଲୀ: ପୁଣି ଥରେ କେନ୍ଦ୍ରରେ ଚମକିଲେ ଓଡ଼ିଆ ପୁଅ। ଓଡ଼ିଆ ପୁଅଙ୍କ ହାତରେ ଦେଶର ଗୁରୁ ଦାୟିତ୍ବ। ଦେଶର ନୂଆ ସିଏଜି ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ। ଗତକାଲି ଜମ୍ମୁ-କାଶ୍ମୀରର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଆଜି ଦେଶର ସିଏଜି ଭାବେ ନିଯୁକ୍ତ କରାଯାଇଛି। ରାଜୀବ…

ଜମ୍ମୁ କଶ୍ମୀର: ଖୁବଶୀଘ୍ର ବିଧାନସଭା…

ଶ୍ରୀନଗର: ଖୁବଶୀଘ୍ର ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ହେବ ବିଧାନସଭା ନିର୍ବାଚନ। ଏନେଇ କହିଛନ୍ତି ଉପ ରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁ। ଏ ନେଇ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଏକ କେନ୍ଦ୍ର ଶାସିତ ଅଞ୍ଚଳ, ଯେଉଁଠି ବିଧାନସଭା ଆସନ ରହିଛି। ତେଣୁ ଉପରାଜ୍ୟପାଳ ଏଠାରେ ଶାସନ…

ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ଜମ୍ମୁ: ଜମ୍ମୁ କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ ଶପଥ ନେଇଛନ୍ତି ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ। ଜମ୍ମୁ କଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୟୂରଭଞ୍ଜ ବେତନଟୀରେ ଜନ୍ମିତ ଏହି ଓଡ଼ିଆ ପୁଅ ପୂର୍ବରୁ କେନ୍ଦ୍ରର ଅନେକ ବିଭାଗର…

ଜମ୍ମୁ କଶ୍ମୀର: ଓଡ଼ିଆ ପୁଅ ଗିରୀଶଙ୍କ…

ଶ୍ରୀନଗର: ଓଡ଼ିଶା ଜନ୍ମିତ ଗୁଜରାଟ କ୍ୟାଡର ଆଇଏଏସ୍‌ ଗିରୀଶ ଚନ୍ଦ୍ର ମୁର୍ମୁ ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ପ୍ରଥମ ଉପ-ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ତାଙ୍କ ଜନ୍ମ ଓଡ଼ିଶାର ମୟୁରଭଞ୍ଜ ଜିଲ୍ଲା ବେତନଟୀରେ। ମୁର୍ମୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତିକ ବିଜ୍ଞାନରେ ପିଜି କରିଛନ୍ତି।…