Odisha Link
Bridging the Missing Links in Odisha
Browsing Tag

goverment

ରବିବାର ଦିନ ଲକଡାଉନ୍ ଘୋଷଣା କଲେ ସରକାର

ଭୋପାଳ: ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସରକାର ମଧ୍ୟପ୍ରଦେଶର ୧୨ ସହରରେ ସହରରେ ଲକଡାଉନ୍ ଘୋଷଣା କରିଛନ୍ତି। ରାଜ୍ୟର ଅନେକ ସ୍ଥାନକୁ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା କରାଯାଇଛି। ମଧ୍ୟପ୍ରଦେଶର ଭୋପାଳ, ଇନ୍ଦୋର, ଜବଲପୁର, ରତଲାମ, ଖରଗୋନ୍, ଛିନ୍ଦଓ୍ୱାଡା, ବୈତୁଲ,…

ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ…

ଭୁବନେଶ୍ୱର: ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ଚାଲାଣ କାଟିବା ପାଇଁ ଗ୍ରାଜୁଏଟ୍ କନେଷ୍ଟବଳଙ୍କୁ କ୍ଷମତା ଦିଆଯାଇଛି । ରାଜ୍ୟ ସରକାର ଏକ ନୂଆ ନିୟମ ପ୍ରଣୟନ କରିଛନ୍ତି । ବର୍ଷକ ପାଇଁ କଟକ ଓ ଭୁବନେଶ୍ୱରରେ ଏହା ଲାଗୁ ହେବ । ପରେ ରାଜ୍ୟର ଅନ୍ୟ ସ୍ଥାନରେ ଏହାକୁ ଲାଗୁ କରାଯିବ ବୋଲି ରାଜ୍ୟ…

ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ…

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଜଙ୍ଗଲରେ ନିଆଁ ଲାଗିବା ଫଳରେ ବହୁ ବନ୍ୟଜନ୍ତୁ ଏବଂ ମୂଲ୍ୟବାନ ଗଛ ପୋଡ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସୋମବାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ପୂର୍ବତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ସନ୍ଦୀପ ତ୍ରିପାଠୀଙ୍କ…

୧୧୭୮ ଟ୍ୱିଟର ଆକାଉଣ୍ଟ ବ୍ଲକ୍ ପାଇଁ…

ନୂଆଦିଲ୍ଲୀ: ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମକୁ ନେଇ ଭାରତ ସରକାରଙ୍କର ବଡ ନିଷ୍ପତ୍ତି। ୧୧୭୮ ଟ୍ୱିଟର ଆକାଉଣ୍ଟ ବ୍ଲକ୍ ପାଇଁ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ସୂଚନା ଅନୁଯାୟୀ ଏହିସବୁ ଆକାଉଣ୍ଟଗୁଡିକ ଖାଲିସ୍ତାନୀ ସମର୍ଥକ କିମ୍ବା ପାକିସ୍ତାନ ଲିଙ୍କ ରହିଛି ବୋଲି ସନ୍ଦେହ କରାଯାଉଛି। ସୂଚନା…

ସ୍କୁଲ ଫି’ ମାମଲା: ରାଜ୍ୟ ସରକାରଙ୍କ…

ଭୁବନେଶ୍ୱର: ଆଜି ହାଇକୋର୍ଟ ସ୍କୁଲ ଫି’ ହ୍ରାସ ଆବେଦନ ମାମଲାର ଶୁଣାଣି କରିଛନ୍ତି। ଏହି ପ୍ରସଙ୍ଗରେ ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ରାଜ୍ୟ ସରକାର ସ୍କୁଲ ଫି କେତେ ହ୍ରାସ କରି ପାରିବେ ସେ ସମ୍ପର୍କରେ ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଫି’ ତେକେ ହ୍ରାସ…

ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କୁ ଜବାବ ତଲକ କଲେ ହାଇକୋର୍ଟ ।ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ। ସୂଚନା ଅନୁସାରେ, ପୁରୀ ବଳଗଣ୍ଡି ମୌଜାରେ ବଡ଼ଦାଣ୍ଡରେ ଦଣ୍ଡାୟମାନ ଏହି ପୁରାତନ ଧର୍ମଶାଳାକୁ ୧୯୦୫ ମସିହାରେ କହ୍ନେୟାଲାଲ ବଗଲା ନାମକ ଜଣେ…

୨୦୨୪ରେ ସରକାର କରିବୁ: ଚେଲ୍ଲା କୁମାର

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଏ.ଚେଲ୍ଲା କୁମାର। ବର୍ତ୍ତମାନର ସ୍ଥିତି ଯାହା ଥିଲେ ମଧ୍ୟ, ଆମେ ୨୦୨୪ରେ ଶାସନକୁ ଫେରିବୁ। ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଭବନରେ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଏ.ଚେଲ୍ଲା କୁମାର ଏପରି କହିଛନ୍ତି। ସେ ଆହୁରି କହିଛନ୍ତି ଯେ,…

ଫାଭିପିରାଭିର ନେଇ ଏସଓପି ଜାରି କଲା…

ଭୁବନେଶ୍ବର: ହୋମ୍ ଆଇସୋଲେସନ ଆକ୍ରାନ୍ତଙ୍କୁ ଫାଭିପିରାଭିର ଦେବା ନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏସଓପି ଜାରି କରାଯାଇଛି। ସମସ୍ତ ଜିଲ୍ଲାପାଳ, ମ୍ୟୁନିସପାଲ କମିଶନର ଓ ସିଡିଏମଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ ସମ୍ପୃକ୍ତ ଏସଓପି ପଠାଇଛନ୍ତି। କରୋନା ଆକ୍ରାନ୍ତଙ୍କୁ କିଭଳି ଫାଭିପିରାଭିର ଦିଆଯିବ…

କରୋନା ପାଇଁ ଆଡଭାଇଜରି ଜାରି କଲେ ରାଜ୍ୟ…

ଭୁବନେଶ୍ୱର: ଦିନକୁ ଦିନ କରୋନାକୁ ନେଇ ଭୟ ବଢିବାର ଲାଗୁଛି। ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପାରାଦୀପରେ ଜଣେ ଇଞ୍ଜିନିୟରଙ୍କୁ କରୋନା ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ଏଥିସହିତ ତାଙ୍କ ପତ୍ନୀଙ୍କୁ ମଧ୍ୟ ସ୍ୱତନ୍ତ୍ର ୱାର୍ଡରେ ରଖି ଚିକିତ୍ସା କରାଯାଉଛି।…

ସରକାରୀ ହିସାବ କମିଟିଙ୍କର ଷଷ୍ଠ ବୈଠକ

ଭୁବନେଶ୍ୱର : ବିଧାନସଭାର ବିଭାଗୀୟ ସରକାରୀ ହିସାବ କମିଟିଙ୍କର ଷଷ୍ଠ ବୈଠକ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୪ରେ ଅନୁଷ୍ଠିତ ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ସଂପର୍କରେ ଭାରତର ମହାଲେଖ…