ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ…
ଭୁବନେଶ୍ବର: ରାଜ୍ୟର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର। ମେ ୩୧ ଯାଏଁ ରାଜ୍ୟର ସବୁ ସରକାରୀଙ୍କ ଛୁଟି ବାତିଲ କରାଯାଇଛି। ଏଥିସହ ସମସ୍ତ ସରକାରୀ କର୍ମଚାରୀଙ୍କୁ ହେଡ୍ କ୍ୱାର୍ଟର୍ସ ଛାଡ଼ି ନଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।
ଏଥିସହ ଛୁଟି ନେଇଥିବା କର୍ମଚାରୀଙ୍କ ଛୁଟି ମଧ୍ୟ…