Odisha Link
Bridging the Missing Links in Odisha
Browsing Tag

Hathras Case

ହାଥରସ ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା…

ହାଥରସ: ଉତ୍ତରପ୍ରଦେଶ ହାଥରସ ଗଣ ବଳାତ୍କାର ମାମଲାରେ ପୀଡ଼ିତାଙ୍କ ପରିବାର ନିମନ୍ତେ ସୁରକ୍ଷା ବଢ଼ାଯାଇଛି। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୀଡ଼ିତାଙ୍କ ପରିବାର ଲୋକଙ୍କ ସୁରକ୍ଷା ନିମନ୍ତେ ୮୦ ଜଣ ସିଆରପିଏଫ ଯବାନ ମୁତୟନ ହୋଇଛନ୍ତି। ଯବାନଙ୍କ ରହଣି ପାଇଁ ପୀଡ଼ିତାଙ୍କ ଗାଁ ରାମପୁରରେ ଥିବା ଏକ…

ହାଥରସ ମାମଲାରେ ସିବିଆଇ ତଦନ୍ତ ଆରମ୍ଭ

ଉତ୍ତରପ୍ରଦେଶ: ହାଥରସ ଗଣଦୁଷ୍କର୍ମ ମାମଲାରେ ତଦନ୍ତ ଆରମ୍ଭ କରିଛି ସିବିଆଇ। ଏନେଇ ସିବିଆଇ ଆଜି ପୀଡିତାଙ୍କ ଗାଁରେ ପହଞ୍ଚି ୩ଟି ସ୍ଥାନରେ ଛାନଭିନ କରିଛି। ପ୍ରାୟ ୪ ଘଣ୍ଟା ଧରି ଯାଞ୍ଚ କରିଥିଲା ସିବିଆଇ। ଘଟଣାସ୍ଥଳରେ ଭିଡିଓଗ୍ରାଫି କରାଯିବା ସହ ପୀଡିତାଙ୍କ ପରିବାରକୁ ପଚରାଉଚରା କରିଥିଲା ସିବିଆଇ।…

ଆସନ୍ତା ସପ୍ତାହକୁ ଘୁଞ୍ଚିଲା ହାଥରସ…

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ମାମଲାର ଶୁଣାଣି ଘୁଞ୍ଚିଲା। ଆସନ୍ତା ସପ୍ତାହରେ ହେବ ମାମଲାର ଶୁଣାଣି। ପୀଡିତ ପରିବାର ଓ ସାକ୍ଷୀଙ୍କ ସୁରକ୍ଷା ନେଇ ସତ୍ୟପାଠ ଦାଖଲ ନିର୍ଦ୍ଦେଶ ହୋଇଛି। ୟୁପି ସରକରାଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ। ଏହାସହ ସଠିକ୍…