Odisha Link
Bridging the Missing Links in Odisha
Browsing Tag

Headmaster Arrested

ବନ୍ଧା ହେଲେ କୋଟିପତି ପ୍ରଧାନ ଶିକ୍ଷକ

ଜୟପୁର: ଭିଜିଲାନ୍ସ ଜାଲରେ ଉମରକୋଟ ବରଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କୋଟିପତି ପ୍ରଧାନ ଶିକ୍ଷକଙ୍କୁ ଗିରଫ କରିଛି ଭିଜିଲାନ୍ସ । ବରଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀ। ଶିକ୍ଷକଙ୍କ ରାଇଘର ସ୍ଥିତ…

ଛାତ୍ରୀଙ୍କୁ ଅସଦାଚରଣ ମହଙ୍ଗା ପଡିଲା

ପାଟଣା : ପୁଣି ଗୁରୁଙ୍କର ନାଁରେ ଲାଗିଛି କଳଙ୍କ। ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମାନପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ମହାନ୍ତ ଉକ୍ତ ବିଦ୍ୟାଳୟର ଜଣେ ତୃତୀୟ ଶ୍ରେଣୀର…