Odisha Link
Bridging the Missing Links in Odisha
Browsing Tag

Health Minister Naba Das

ନବ ଦାସ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ…

ଓଏଲ୍ ବ୍ୟୁରୋ: ବହୁଚର୍ଚ୍ଚିତ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାକୁ ଆଉ କିଛି ଦିନରେ ପୂରିବ ୬ ମାସ। ଗତକାଲି ଝାରସୁଗୁଡ଼ା କୋର୍ଟରେ ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ ପହଁଚିଥିଲା। ତେବେ ଏହି ଘଟଣାରେ ତଦନ୍ତ ଜାରି ରହିଥିବାବେଳେ…

ଝାରସୁଗୁଡ଼ା ଉପ-ନିର୍ବାଚନ: ଆଜି…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ ପ୍ରକ୍ରିୟା। ମେ’୧୦ ତାରିଖରେ ଅନୁଷ୍ଠିତ ହେବ ଝାରସୁଗୁଡ଼ା ଉପନିର୍ବାଚନ। ଏଥିପାଇଁ ଜୋରଦାର ପ୍ରସ୍ତୁତି କରୁଛନ୍ତି ତିନି ରାଜନୈତିକ ଦଳ। କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନପତ୍ର ଦାଖଲ କରିସାରିଥିବା ବେଳେ ଗତକାଲି ବିଜେପି ପ୍ରାର୍ଥୀ…

ଝାରସୁଗୁଡାରେ ବିଜେଡିକୁ ଐତିହାସିକ ସଫଳତା…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ ପ୍ରକ୍ରିୟା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ତେବେ ଏହାରି ମଧ୍ୟରେ ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ…

ମୁଖ୍ୟମନ୍ତ୍ରୀ ଯାହାକୁ ନିର୍ଦ୍ଦେଶ ଦେବେ,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ ପ୍ରକ୍ରିୟା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ତେବେ ଏହାରି ମଧ୍ୟରେ ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ…

‘ମୃତ୍ୟୁ ପୂର୍ବ ଦିନ ବାପା ଫୋନକରି…

ଓଏଲ୍‌ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟାକାଣ୍ଡକୁ ଇତି ମଧ୍ୟରେ ଦେଢ଼ ମାସ ପୁରି ସାରିଛି। ଏହି ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଗିରଫ ହୋଇ ଜେଲରେ ଦିନ କାଟୁଛି। ହେଲେ ଏପର୍ଯ୍ୟନ୍ତ ନବ ଦାସଙ୍କ ହତ୍ୟା ପଛର କାରଣ କ’ଣ ତାହା ଏଯାଏଁ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ…

ନବ ଦାସ ହତ୍ୟାକାଣ୍ଡ : ଗୋପାଳର ମାନସିକ…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ପାଖାପାଖି ଗୋଟେ ମାସେ ସାରିବାକୁ ବସିଲାଣି। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କ କ୍ରାଇମବ୍ରାଞ୍ଚ ଗିରଫ କରି ତଦନ୍ତ ଜାରି କରିଛି। ବର୍ତମାନ ସୁଦ୍ଧା ହତ୍ୟାକାଣ୍ଡର ସ୍ପଷ୍ଟ କାରଣ ସାମ୍ନାକୁ ଆସିପାରିନାହିଁ। କ୍ରାଇମବ୍ରାଞ୍ଚ…

ସିବିଆଇ ନୁହେଁ, ଏଫ୍‌ବିଆଇ ତଦନ୍ତ ଦାବି…

ଓଏଲ୍‌ ବ୍ୟୁରୋ: ରାଜ୍ୟ କ୍ୟାବିନେଟର ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରିଥିଲା। ଏହି ହାଇଭୋଲଟେଜ ହତ୍ୟାକାଣ୍ଡ ଘଟଣାକୁ ପାଖା ପାଖି ମାସେ ପୁରିବାକୁ ବସିଲାଣି। କେବଳ ଅଭିଯୁକ୍ତ ଗୋପାଳ ଦାସକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ହେଲେ କେଉଁ କାରଣରୁ ନବ ଦାସଙ୍କୁ ହତ୍ୟା…

‘ବାପାଙ୍କ ହତ୍ୟାକୁ ରାଜନୈତିକ…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଅଭିଯୁକ୍ତ ଗୋପାଳ ତାଙ୍କୁ ହତ୍ୟା କରିଥିବାବେଳେ କ୍ରାଇମବ୍ରାଞ୍ଚ ଦ୍ୱାରା ଗୋପାଳକୁ ଗିରଫ କରାଯାଇଛି। ଜଣେ ପୁଲିସ କର୍ମଚାରୀ ନବ ଦାସଙ୍କୁ ମାରିବା ପରେ ଚର୍ଚ୍ଚା ଜୋର ଧରିଛି। ତେବେ ନବ…

ନବ ଦାସ ହତ୍ୟାକାଣ୍ଡ : ସାମ୍ନାକୁ ଆସିଲା…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ପୁଣି ଥରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ଏକ ଭାଇରଲ ଫଟୋ। ନବ ଦାସଙ୍କ ହତ୍ୟାକାରୀ ଗୋପାଳ ତାଙ୍କୁ ହତ୍ୟା କରିଥିବା ସତ ମାନିଯାଇଥିଲା। ଅଭିଯୁକ୍ତ ଗୋପାଳ ହତ୍ୟା କରିବାର ସ୍ପଷ୍ଟ କାରଣକୁ ନେଇ ତଦନ୍ତ ଜାରିରହିଥିବାବେଳେ ତାକୁ ଗିରଫ…

‘ହତ୍ୟାକାଣ୍ଡର ଭିଡିଓ ଦେଖି…

ଓଏଲ୍‌ ବ୍ୟୁରୋ : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ଆଜି ଗଣମାଧ୍ୟମ ସାମ୍ନାରେ ନିଜର ବିସ୍ଫୋରକ ବୟାନ ରଖିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଏଭଳି ଅନେକ ହତ୍ୟାକାଣ୍ଡ ଘଟୁଛି। ହେଲେ ବର୍ତମାନ ସୁଦ୍ଧା କୌଣସି ହତ୍ୟାକାଣ୍ଡର ସତ୍ୟ ସାମ୍ନାକୁ…