ସୁପ୍ରିମକୋର୍ଟରେ ଆଜି ନିର୍ଭୟା ମାମଲା…
ନୂଆଦିଲ୍ଲୀ : ଆଜି ସୁପ୍ରିମକୋର୍ଟରେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି ହେବ। ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍ କୋର୍ଟରେ ହୋଇଥିବା ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ ଅଦାଲତ।
ସୂଚନାଯୋଗ୍ୟ, ଗତ ୩୧ ଜାନୁଆରୀରେ ପଟିଆଲା ହାଉସ୍…