Odisha Link
Bridging the Missing Links in Odisha
Browsing Tag

Heavy Rain fall

ଆଜି ଅବପାତର ରୂପ ନେବ ଲଘୁଚାପ, ୬…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ୱେଲମାର୍କର ରୂପ ନେଇ ଅଧିକ ଘନୀଭୂତ ହେଉଥିବାରୁ ଆସନ୍ତାକାଲି ୨ ଜିଲ୍ଲାକୁ ଅରେଞ୍ଜ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ଲଗାଣ ବର୍ଷା, ଗଜପତିରେ ଧସିଲା ପାହାଡ଼

ଗଜପତି: ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଫଳରେ ପାହାଡ଼ ଧସି ଯାଇଛି। ଗଜପତି ଜିଲ୍ଲା ନାମନଗଡ଼ ଠାରୁ ଅଜୟଗଡ଼ ରାସ୍ତାରେ ପାହାଡ଼ ଧସିଛି। ପାରଳାଖେମୁଣ୍ଡି ଠାରୁ ଅଜୟଗଡ଼ର ମୁଖ୍ୟ ରାସ୍ତାରେ ପାହାଡ଼ ଧସି ପଡ଼ିଛି। ପାହାଡ଼ ଧସିବା ଫଳରେ ରାସ୍ତା ଅବରୋଧ ହୋଇଛି। ଫଳରେ ତିନୋଟି…

ଲଗାଣ ବର୍ଷାରେ ପାଚେରି ଭୁଶୁଡି ୯ ମୃତ

ହାଇଦ୍ରାବାଦ: ଲଗାଣ ବର୍ଷାରେ ବେହାଲ୍ ହାଇଦ୍ରାବାଦ୍। ହାଇଦ୍ରାବାଦ ବାନ୍ଦଲାଗୁଡ଼ା ଅଞ୍ଚଳରେ ଲଗାଣ ବର୍ଷା କାରଣରୁ ନିର୍ମାଣଧୀନ ପାଚେରି ଭୁଶୁଡି ପଡ଼ିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ୯ ମୃତକଙ୍କ ମଧ୍ୟରେ ଜଣେ ଶିଶୁ ରହିଥିବା ଜଣାପଡିଛି। ଡେବ୍ରିସ ତଳେ ମୃତଦେହ ଫସିରହିଛି।…

୧୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେବା ପରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଆଜି ପୂର୍ବାହ୍ନ ୧୧ଟା ଯାଏଁ ୧୭ ଜିଲାକୁ ଘଡଘଡି ସହ ବର୍ଷା, ବଜ୍ରପାତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଲର୍ଟ ଜାରି ଜିଲା ଗୁଡ଼ିକ ହେଲା କନ୍ଧମାଳ,…

ଲଗାଣ ବର୍ଷା: ଭାସିଗଲା ବ୍ରିଜ୍

ଭଞ୍ଜନଗର: ଭାସିଗଲା ବ୍ରିଜ୍। ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଲଗାଣ ବର୍ଷା ଯୋଗୁଁ ପାଟଣା ନଦୀରେ ନିର୍ମିତ ବ୍ରିଜ୍‌ ଭାସି ଯାଇଛି। ସୋରଡ଼ା ବ୍ଲକ୍‌ ବରଦା ପଞ୍ଚାୟତର ଖାରିଗୁଡ଼ାରେ ନିର୍ମିତ ବ୍ରିଜ୍‌ ଭାସି ଯାଇଛି। ବ୍ରିଜ୍‌ଟି ଗୋପାଳପୁର-ଖାରିକୁଦକୁ ସଂଯୋଗ କରୁଥିଲା। ବ୍ରିଜ୍‌ ଭାସିଯିବା ଫଳରେ ୧୫…

ପ୍ରବଳ ବର୍ଷା ଆଶଙ୍କା: ୧୦ ଜିଲ୍ଲାକୁ…

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ଉପକୂଳ କାକିନାଡ଼ା ଠାରେ ଅବପାତ ସ୍ଥଳଭାଗ ଛୁଇଁଛି। ଏହାର ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ଅଧକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଆଶଙ୍କା କରି ନେଇ ଆସନ୍ତାକାଲି ପର୍ଯ୍ୟନ୍ତ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି,…

ଗଜପତିରେ ୫୦୦ ଲୋକ ଆଶ୍ରୟସ୍ଥଳୀକୁ…

ଗଜପତି  :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ନବରଙ୍ଗପୁର ଓ ଗଜପତିରେ ପ୍ରବଳ ବର୍ଷା ହୋଇଛି । ଫଳରେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗଜପତିର ୪ ବ୍ଲକରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଛି । ପାହାଡ଼ ଉପରେ ଥିବା ଲୋକଙ୍କୁ…

ୱେଲ୍ ମାର୍କଡ ଲୋ ପ୍ରେସର ହେଲା ଲଘୁଚାପ,…

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି। ୱେଲ୍ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି ଏହି ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଅବପାତରେ ପରିଣତ ହେବ। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ।…

ଆସୁଛି ଆଉ ଏକ ଲଘୁଚାପ; ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସମୁଦ୍ର ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଅବପାତ ଭାବେ ଗତି କରିବ। ଏହା…

ବର୍ଷା: ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ବର୍ଷା ହେବ। ୭ ତାରିଖ ବେଳକୁ ବର୍ଷାର ପରିମାଣ କମିବା ଆରମ୍ଭ ହେବ। ୯ ତାରଖରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର-…