Odisha Link
Bridging the Missing Links in Odisha
Browsing Tag

Heavy Rain fall

୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଳଘୁଚାପ ପ୍ରଭାବରେ ଗତକାଲି ଠାରୁ ରାଜ୍ୟ ସାର ବର୍ଷା ଲାଗିରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଅନୁଯାୟୀ ୪ ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଓ ୧୨ଟି ଜିଲ୍ଲାରେ…

ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ରାଜଧାନୀ ଭୁବନେଶ୍ୱରେ ୨ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ପାଣିପାଗ କେନ୍ଦ୍ରର…

ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ସୃଷ୍ଟ ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଗତକାଲି ୧୧ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଯାଜପୁର,…

ଟ୍ୱିନ ସିଟିରେ ପ୍ରବଳ ବର୍ଷା

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ଟୁଇନ ସିଟିକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି। ଟ୍ଵିନ ସିଟିରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ। ଦିନ ୧୦ ଯାଏଁ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବ। ଘଣ୍ଟାକୁ ୨ରୁ ୩ ସେମିରେ ବର୍ଷିବ। ଏନେଇ ଯଥାସମ୍ଭବ ଘରୁ ନବାହାରିବାକୁ ପରାମର୍ଶ…

୫ ଯାଏଁ ପ୍ରବଳ ବର୍ଷିବ, ୧୧ଟି ଜିଲାକୁ…

ଭୁବନେଶ୍ବର: ୫ ଦିନ ଧରି ବର୍ଷାରେ ଭିଜିବ ସାରା ଓଡ଼ିଶା। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହା ପ୍ରଭାବରେ ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ, ସବୁଠି ବର୍ଷାର ପ୍ରକୋପ ଦେଖାଦେବ। ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ଜଳବନ୍ଦୀ ସମସ୍ୟା,…

୩ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୩ ଦିନ ଯାଏଁ ରାଜ୍ୟର ଉତ୍ତର, ଆଭ୍ୟନ୍ତର, କେନ୍ଦ୍ରୀୟ, ଉପକୂଳ ଓ ଦକ୍ଷିଣର ବହୁ ଜିଲ୍ଲାରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ହେବାର ସମ୍ଭାବନାକୁ…

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ…

ଭୁବନେଶ୍ୱର: ଆସନ୍ତା କାଲି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ଟି ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟକୁ…

ଆସନ୍ତା ୩ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ବର: ମୌସୁମୀ ପ୍ରଭାବରେ ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବଙ୍ଗୋପସାଗରର ଉପକୂଳରେ ଏକ ସାଇକ୍ଲୋନିକ୍ ପ୍ରବାହ ଅବସ୍ଥିତ ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୩.୧…

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ବର୍ଷା…

ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ। ଉପକୂଳ ଆନ୍ଧ୍ରପ୍ରଦେଶ ଓ ଉତ୍ତରରେ ଏକ ଘୂର୍ଣ୍ଣିବଳୟ ପ୍ରବାହ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନ ଠାରୁ ୨.୧ କିଲୋମିଟର ଉଚ୍ଚତାରେ ତାମିଲନାଡୁ ଉପକୂଳ ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ଅଗଷ୍ଟ…

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ…

ଭୁବନେଶ୍ୱର: ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ଯାଏ ରାଜ୍ୟର ପ୍ରାୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଜାରି…