Odisha Link
Bridging the Missing Links in Odisha
Browsing Tag

Heavy Rain

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ବିଶେଷ କରି…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୪ରୁ ୫ ଦିନ…

ଭୁବନେଶ୍ବର: ୨୪ ଘଣ୍ଟା ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସାଙ୍ଗକୁ ଓଡ଼ିଶା ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଅଧିକାଂଶ…

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର : ଉତ୍ତର ପଞ୍ଜାବରୁ ବଙ୍ଗୋପସାଗରେ ଉପରେ ଥିବା ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ କମ୍ ରହିଛି । କିନ୍ତୁ ଆଜିଠାରୁ ବର୍ଷାର ପରିମାଣ ବଢିବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଖାସ କରି…

୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ…

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବଡ ଧରଣର ବର୍ଷା ନାହିଁ । କିଛି କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ପଞ୍ଜାବରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି । ଯାହାଫଳରେ ବର୍ଷାର ପରିମାଣ କମିଛି।୧୫ ତାରିଖ ସୁଦ୍ଧା…

ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ପ୍ରବଳ…

ଭୁବନେଶ୍ବର : ଜୁଲାଇ ୬ରେ ପୁଣି ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦୁଇ ଦିନ ଧରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା…

ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆଜି ରାଜ୍ୟର ୫ ଜିଲ୍ଲାରେ ବର୍ଷା ହେବା ସହିତ ଘଡ଼ଘଡ଼ ମାରିବ । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୧ଟା ୩୦ ଯାଏ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର,…