Odisha Link
Bridging the Missing Links in Odisha
Browsing Tag

Heavy Rainfall

ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା

କଳାହାଣ୍ଡି : କଳାହାଣ୍ଡିରେ ଲଗାଣ ବର୍ଷାରେ ଲାଞ୍ଜିଗଡ ବ୍ଲକର କିଛି ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଲାଞ୍ଜିଗଡ-ଆମ୍ବାଦୋଳା ରାସ୍ତା ଉପରେ ତିନି ଫୁଟର ପାଣି ପ୍ରବାହିତ ହେଉଛି। ଚମ୍ପାଇଦେଇପୁର ପଚାଂୟତ ଚନ୍ଦନପୁରରେ ପାଣି ପଶିଯାଇଛି। ଫଳରେ ବୁନ୍ଦେଲ, କଂସାରୀ, ବନ୍ଧଗୁଡ଼ା, କପାଗୁଡା, ରେଗୋଂପାଲି…

ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ…

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଗତି କରି ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆଜି ସକାଳ ୫.୩୦ ସୁଦ୍ଧା ୨୧.୦ ଡିଗ୍ରୀ ଉତ୍ତର ଅକ୍ଷ୍ୟାଂଶ ଏବଂ ୮୭.୪୦ ପୂର୍ବ ଦ୍ରାଘିମାରେ…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି…

ମାଲକାନଗିରି : ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା। ପୋଟେରୁ, କାଙ୍କୁରୁକୁଣ୍ଡା, କୋରୁକୁଣ୍ଡା ଓ ଏମ୍ ଭି-୩୭ ପୋଲ ଉପରେ ୪-୫ ଫୁଟ ପାଣି ପ୍ରବାହିତ ହେଉଛି। ଫଳରେ ୩୨୬ ନଂ ଜାତୀୟ ରାଜପଥରେ ଯାତାୟତ ଠପ୍ ହୋଇଯାଇଛି। କାଲିମେଳା, ମୋଟୁ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବନ୍ୟା…

୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ…

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ,…

୭ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା…

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଆଜି  ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ।…

ରାଜ୍ୟର ୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଏହାରି ଭିତରେ ୩ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି । ୨୪ ଘଣ୍ଟା ଭିତରେ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର…

ଆସନ୍ତା ସପ୍ତାହ ଯାଏଁ ସାରା ଓଡ଼ିଶାରେ…

ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅର୍ଥାତ ୩୧ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ସପ୍ତାହ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଆଶା କରାଯାଉଛି । ଏହି ବର୍ଷାରେ…

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପର ସିଧାସଳଖ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାକୁ ଯାଉଛି । ଧୀରେ ଧୀରେ ଏହା ଅବପାତର ରୂପନେଇ ପଶ୍ଚିମ ଦିଗ ଆଡ଼କୁ ଗତି କରିବ। ସେହିପରି ବାୟୁମଣ୍ଡଳର ଉପରି ଭାଗରେ ମଧ୍ୟ ଏକ ମନ୍‌ସୁନ୍ ଟ୍ରାପ ଲାଇନ୍ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟର…