Odisha Link
Bridging the Missing Links in Odisha
Browsing Tag

High Court Of Orissa

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ…

ଭୁବନେଶ୍ୱର: ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟର ବିଚାରପତି। ସାବିତ୍ରୀ ରଥଙ୍କ ନିଯୁକ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ ପ୍ରଦାନ କରିଛନ୍ତି। ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏବେ ଓଡ଼ିଶା ହାଇକୋର୍ଟରେ ମୋଟ ୧୫ ଜଣ ବିଚାରପତି ଅଛନ୍ତି।…

ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାର…

କଟକ: ଆଗକୁ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ହେଲେ ତାପୂର୍ବରୁ ରଥଯାତ୍ରା ହେବ କି ନାହିଁ ତାହାକୁ ନେଇ ଲାଗି ରହିଛି କଳ୍ପନାଜଳ୍ପନା। ଏପରି ସ୍ଥିତିରେ ଶ୍ରଦ୍ଧାଳୁଙ୍କ ସମେତ ମନ୍ଦିର ସେବାୟତ, ପ୍ରଶାସକ ଓ ସରକାର ଚିନ୍ତାରେ ପଡ଼ିଛନ୍ତି। ହେଲେ ଏସବୁ ମଧ୍ୟରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ।…