Odisha Link
Bridging the Missing Links in Odisha
Browsing Tag

Highcourt

ଜଳୁଛି ଜଙ୍ଗଲ, ହାଇକୋର୍ଟରେ ମାମଲା ରୁଜୁ

କଟକ: ରାଜ୍ୟବ୍ୟାପୀ ଓଡ଼ିଶାର ବିଭିନ୍ନ ଜଙ୍ଗଲ ଜଳୁଛି। ଜଙ୍ଗଲ ଜଳିବା ନେଇ ଉଚ୍ଚ ନ୍ୟାୟାଳୟରେ ଏକ ମାମଲା ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ହେଲିକପ୍ଟରରେ ଆକାଶ ମାର୍ଗରୁ ନିଆଁ ଲିଭାଇବାକୁ ନିବେଦନ କରାଯାଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଜଙ୍ଗଲ ଜଳିବା ଯୋଗୁଁ ଜଳବାୟୁ…

ପୁରୀ ହାଜତ ମୃତ୍ୟୁ ମାମଲା, ସତ୍ୟପାଠ…

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ଆଜି ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ହାଜତ ମୃତ୍ୟୁକୁ ରାଜ୍ୟ ସରକାର ଅସ୍ୱୀକର କରିଛନ୍ତି। ଏହା ହାଜତ ମୃତ୍ୟୁ ନୁହେଁ ବୋଲି ସତ୍ୟପାଠରେ ଉଲ୍ଲେଖ କରିଛନ୍ତି ସରକାର। ସତ୍ୟପାଠ ସହ ସରକାର ଶବ ବ୍ୟବଚ୍ଛେଦ ରିପୋର୍ଟ ମଧ୍ୟ ଦାଖଲ…

ବିନା ଫି’ରେ ବି ଅନଲାଇନ ଶିକ୍ଷା…

କଟକ: ସ୍କୁଲ ଫି’ଛାଡ଼ ପ୍ରସଙ୍ଗକୁ ନେଇ ଆଜି ହାଇକୋର୍ଟରେ ଶୁଣାଣି ହୋଇଥିଲା।ଏଥିରେ ପକ୍ଷଭୁକ୍ତ ସମସ୍ତ ଆବେଦନକାରୀଙ୍କୁ ପ୍ରତିଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଡି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୭ ତାରିଖକୁ ଧାର୍ଯ୍ୟ ହୋଇଛି। ଅପରପକ୍ଷରେ, ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଫି’ନ ଦେଲେ…

ଜାମିନ୍ ପାଇଁ ହାଇକୋର୍ଟ ଗଲେ ଆକାଶ

କଟକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ମାମଲାରେ ଗିରଫ ହୋଇଥିବା ଆକାଶ ପାଠକ ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଆକାଶ ବର୍ତ୍ତମାନ କ୍ରାଇମବ୍ରାଞ୍ଚର ୫ ଦିନିଆ ରିମାଣ୍ଡରେ ଅଛନ୍ତି। ଟାଟା ମୋଟର୍ସରେ ଜାଲିଆତି ନିଯୁକ୍ତି ନେଇ ଆକାଶଙ୍କୁ ମାରାଥନ ଜେରା କରୁଛି କ୍ରାଇମବ୍ରାଞ୍ଚ।…

ମୂର୍ତ୍ତି ଉଚ୍ଚତାରେ କଟକଣା ନାହିଁ:…

କଟକ: ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗରେ ଆଜି ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଶୁଣାଣି। ମୂର୍ତ୍ତି ଉଚ୍ଚତାରେ କୌଣସି କଟକଣା ରହିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। କଟକରେ ବଡ ମୂର୍ତ୍ତି ଥିବା ୯ଟି ଦୁର୍ଗା ମଣ୍ଡପଙ୍କୁ ମିଳିଛି ଅନୁମତି। ଆଜି ମୂର୍ତ୍ତି ଉଚ୍ଚତା ନେଇ କୋର୍ଟଙ୍କୁ ସବିଶେଷ…

ସନ୍ଧ୍ୟା ୭ଟା ସୁଦ୍ଧା ଡିସିପିଙ୍କୁ…

କଟକ: ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି ଦାୟର ହୋଇଥିବା ମାମାଲରେ ମୂର୍ତ୍ତି ତିଆରିର ସ୍ଥିତି ଜଣାଇବାକୁ ପୂଜା କମିଟିଗୁଡ଼ିକୁ ହୋଇକୋର୍ଟ ନିର୍ଦେଶ ଦେଇଛନ୍ତି। ମୂର୍ତ୍ତି ତିଆରିର ସ୍ଥିତି ଅନୁସାରେ ମୂର୍ତ୍ତିର ଉଚ୍ଚତାକୁ ଅନୁମତି ମିଳିବ। ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ…

ହାଇକୋର୍ଟରେ ହାଜର ହେଲେ ଏଏସଆଇ ଡିଜି

ଭୁବନେଶ୍ୱର: ଆଜି ହାଇକୋର୍ଟରେ କୋଣାର୍କ ଓ ଶ୍ରୀମନ୍ଦିର ଜଗମୋହନ ମରାମତି ମାମଲାର ଶୁଣାଣି ହୋଇଥିଲା। ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ଏହି ଶୁଣାଣି ସମୟରେ ଭାରତୀୟ ପ୍ରତ୍ନତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା (ଏଏସଆଇ)ର ମହାନିର୍ଦ୍ଦେଶକ ହାଜର ହୋଇଥିଲେ। ୪ ମାସ ମଧ୍ୟରେ ନାଟ ମଣ୍ଡପ ମରାମତି କାମ ଶେଷ…

ବଗିଚା କାମ କରିବେ ବିଡିଓ

କଟକ: ଅଦାଲତ ଅବମାନନା କରିବା ଜଣେ ପ୍ରଶାସନିକ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଏହି ମାମଲାରେ ହାଇକୋର୍ଟ ଉକ୍ତ ପ୍ରଶାସନିକ ଅଧିକାରୀଙ୍କୁ ମାଳୀ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରଶାସନିକ ଅଧିକାରୀ ଜଣକ ହେଲେ ଭଦ୍ରକ ଜିଲା ତିହିଡି ବିଡିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ। କୌଣସି ଏକ…

ସ୍ୟାଟ ଉଚ୍ଛେଦକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

ଭୁବନେଶ୍ୱର : ସ୍ୟାଟ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାୟାର କରାଯାଇଛି। ସ୍ୟାଟ ଓକିଲ ସଂଘ ପକ୍ଷରୁ ମଙ୍ଗଳବାର ହାଇାକୋର୍ଟରେ ମାମଲା ଦାୟାର କରାଯାଇଛି। ସ୍ୟାଟ ଉଚ୍ଛେଦ ସମ୍ପର୍କିତ ଗେଜେଟ ନୋଟିଫିକେସନକୁ ଚ୍ୟାଲେଞ୍ଜ କରି ଓକିଲ ସଂଘ ପକ୍ଷରୁ ମାମଲା ଦାୟାର କରାଯାଇଛି। ତେବେ ଆସନ୍ତାକାଲି…