Odisha Link
Bridging the Missing Links in Odisha
Browsing Tag

Hirakud Dam

ହୀରାକୁଦ ଜଳଭଣ୍ଡାରର ଖୋଲା ହେଲା ଆଉ ୩ଟି…

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍‌ ହୋଇଛି। ବର୍ତ୍ତମାନ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ବାମ ପାର୍ଶ୍ବରେ ୪ଟି ଓ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ୍। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୭୦…

ହୀରାକୁଦ ଜଳଭଣ୍ଡାରରେ ଖୋଲିଲା ୧୨ଟି…

ସମ୍ବଲପୁର: ଉପର ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍‌ ଖୋଲା ଯାଇଛି। ଜଳଭଣ୍ଡାରର ବାମ ପାର୍ଶ୍ବରେ ୮ ଓ ଦକ୍ଷିଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୫୨୫.୬୨ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧…

ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍‌ ଦେଇ…

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୪୭ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୪୨ ହଜାର ୭୪୪ କ୍ୟୁସେକ୍ ଜଳ। ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୮୧ ହଜାର ୪୦୮ କ୍ୟୁସେକ୍ ଜଳ।…

ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌ ଖୋଲା…

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍  ଖୋଲା ହୋଇଛି। ମୋଟ୍ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୬୫ ଫୁଟ୍। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୮୮ ହଜାର ୬୭୨ କ୍ୟୁସେକ୍ ଜଳ। ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ…

ସମ୍ବଲପୁର : ଉପରମୁଣ୍ଡରେ ବର୍ଷାର ପରିମାଣ କମିଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କମିଯାଇଥିବା ବେଳେ ଭଣ୍ଡାରର ସବୁ ଗେଟ୍ ବନ୍ଦ କରି ଦିଆଯାଇଛି। ଏବେ ଜଳଭଣ୍ଡାରର ଜଳସ୍ତର ୬୧୯.୬୫ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳ ଭଣ୍ଡାରକୁ ୬୧ ହଜାର ଜଳ ପ୍ରବେଶ କରୁଛି। ଧୀରେ ଧୀରେ ଜଳ ପ୍ରବାହ କମିବାରୁ…

ହୀରାକୁଦ ଜଳଭଣ୍ଡାରରୁ ୪ଟି ଗେଟ୍ ଦେଇ ଜଳ…

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୩୧ ଫୁଟ୍। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୬୩ ହଜାର ୭୯୬ କ୍ୟୁସେକ୍ ଜଳ। ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୮୨ ହଜାର ୮୬୬ କ୍ୟୁସେକ୍ ଜଳ। ବାମ ପାର୍ଶ୍ବରେ ୩ ଓ…

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୧୦ଟି…

ସମ୍ବଲପୁର : ହୀରାକୁଦର ଡ୍ୟାମର ୧୦ଟି ଗେଟ୍ ଆଜି ବନ୍ଦ କରାଯାଇଛି। ସୋମବାର ଦିନ ହୀରାକୁଦ ଡ୍ୟାମ୍‌ର ଆଉ ୭ଟି ଗେଟ୍ ଖୋଲା ଯାଇଥିଲା। ଆଜି ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ କରି ୧୦ଟି ଗେଟ୍ ବନ୍ଦ କରାଯାଇଛି। ଡ୍ୟାମକୁ ଜଳ ପ୍ରବେଶ ପରିମାଣ କମୁଥିବାରୁ…

ବିପଦ ସଙ୍କେତ ଉପରେ ଜଳକା, ହୀରାକୁଦ…

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ପ୍ରାୟ ସ୍ଥାନରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି। ଅଧିକାଂଶ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ କରୁଛି। ବାଲେଶ୍ୱର ଜିଲ୍ଲାର ଜଳକା ନଦୀ ମଥାନି ନିକଟରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବିପଦ ସଙ୍କେତ ୫. ୫ ମିଟର ଥିବାବେଳେ…

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୭ଟି…

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାର ମଧ୍ୟକୁ ୨ ଲକ୍ଷରୁ ଅଧିକ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାରୁ ଅଧିକ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୫ ହଜାର ୪୭ କ୍ୟୁସେକ୍ ଜଳ। ଜଳଭଣ୍ଡାର ଜଳସ୍ତରକୁ ୬୧୯-୬୨୦ ଫୁଟ୍‌ ମଧ୍ୟରେ ସୀମିତ ରଖିବାକୁ ଗେଟ୍…

୨୦ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ…

ସମ୍ବଲପୁର : ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ହୀରାକୁଦ ଡ୍ୟାମର ଜଳସ୍ତର ୬୨୦ ଫୁଟ ଡେଇଁଛି। ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୦.୮୭ ଫୁଟ୍‌ ରହିଥିବା ସୂଚନା ମିଳିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବାବେଳେ ବର୍ତ୍ତମାନ ୨୦ଟି ଗେଟ୍‌ ଦେଇ ଜଳ…