Odisha Link
Bridging the Missing Links in Odisha
Browsing Tag

hospitalized

ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ…

ଓଏଲ୍‌ ବ୍ୟୁରୋ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ତଥା ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ ହୋଇପଡିଛନ୍ତି। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ଆପୋଲୋ ହସ୍ପିଟାଲ୍‌କୁ…

ହସ୍ପିଟାଲରେ ରିଷି କପୁର !

ମୁମ୍ବାଇ : ବଲିଉଡର ଅଭିନେତା ଋଷି କପୁର ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡିଛି । ତେଣୁ ତାଙ୍କୁ ଦିଲ୍ଲୀସ୍ଥିତ ଏକ ହସ୍‌ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଋଷିଙ୍କ ସହିତ ପତ୍ନୀ ନିତୁ ସିଂହ, ପୁଅ ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟ ଥିବା ଜଣାପଡ଼ିଛି । ସୂଚନା ଅନୁସାରେ , ଋଷି…