Odisha Link
Bridging the Missing Links in Odisha
Browsing Tag

IMD

୨୭ଟି ରାଜ୍ୟକୁ ଭୀଷଣ ବର୍ଷା ସତର୍କତା,…

ଓଏଲ୍‌ ବ୍ୟୁରୋ: ଦେଶର ବିଭିନ୍ନ ରାଜ୍ୟରେ ଲାଗି ରହିଛି ବର୍ଷା। ବିଶେଷ ଭାବେ ଆସାମରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁଁ ରାଜ୍ୟର ୧୯ଟି ଜିଲ୍ଲାର ସାଢ଼େ ୬ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାରେ ଏପର୍ଯ୍ୟନ୍ତ ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଆସାମ ଓ ଅରୁଣାଚଳ…

ଜୁନ୍‌ ୮ ସୁଦ୍ଧା ଓଡ଼ିଶା ଛୁଇଁବ ମୌସୁମୀ:…

ଓଏଲ୍‌ ବ୍ୟୁରୋ: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ତାତିରୁ ମିଳିବ ଆଶ୍ବସ୍ତି। ଆସନ୍ତା ୪-୫ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏଭଳି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)। ଓଡ଼ିଶା ସମେତ ଉତ୍ତର ଛତିଶଗଡ଼, ଉପକୂଳ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରୟାଲସୀମାର କିଛି…

ବାତ୍ୟା ‘ମିଗ୍‌ଜାଉଁ’ ସକ୍ରିୟ; ରାଜ୍ୟର…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ମିଗ୍‌ଜାଉଁ’। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହିବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସକ୍ରିୟ ବାତ୍ୟା ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା ସମ୍ଭାବନା ରହିଥିବା…

ବାତ୍ୟା ‘ମିଗ୍‌ଜାଉଁ’…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ମିଗ୍‌ଜାଉଁ'। ସୁଦୃଶ ଲଘୁଚାପ ଗଭୀର ଆବପାତରେ ପରିଣତ ହୋଇଛି। ରବିବାର ଗଭୀର ଅବପାତ ବାତ୍ୟାର ରୂପ ନେବାକୁ ଯାଉଛି। ୫ ତାରିଖରେ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍‌ କରିପାରେ। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହିବାର…

ଅବପାତରେ ପରିଣତ ହେବ ବାତ୍ୟା…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ‘ହାମୁନ’ ଓ ଆରବ ସାଗରରେ ‘ତେଜ’ ସକ୍ରିୟ ରହିଛି। ବଙ୍ଗୋପସାଗରରେ ଭୀଷଣ ରୂପ ନେଲା ବାତ୍ୟା ‘ହାମୁନ୍‌’। ଏହା ଆହୁରି ଘନୀଭୂତ ହୋଇ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ୬ ଘଣ୍ଟା ହେଲା ୧୮ କିମି ବେଗରେ ଆଗକୁ ଗତି କରୁଛି। ସାମୁଦ୍ରିକ ଘୂର୍ଣ୍ଣିଝଡ଼ ହାମୁନ୍ ବର୍ତ୍ତମାନ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୪…

ଓଏଲ୍‌ ବ୍ୟୁରୋ: ପାଖେଇ ଆସିଲା ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।…

ବିଶ୍ବ ଦରବାରରେ ଓଡ଼ିଆ ପୁଅଙ୍କୁ ଗୁରୁ…

ଓଏଲ୍‌ ବ୍ୟୁରୋ: ବିଶ୍ବ ଦରବାରରେ ଓଡ଼ିଆ ପୁଅଙ୍କୁ ଗୁରୁ ଦାୟିତ୍ବ। ବିଶ୍ବ ପାଣିପାଗ ସଙ୍ଗଠନ(ଡବ୍ଲୁଏମ୍‌ଓ )ର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ତଥା ଓଡ଼ିଆ ପୁଅ ଡ. ମୃତ୍ୟୁଞ୍ଜୟ ମହାମାପାତ୍ର। ସଂଗଠନର ତୃତୀୟ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହୋଇଥିଲା…

୧୨୨ ବର୍ଷର ରେକର୍ଡ ଭାଙ୍ଗିଲା ଡିସେମ୍ୱରର…

ଓଏଲ୍‌ ବ୍ୟୁରୋ : ୨୦୨୨ରେ ଜଳବାୟୁ ପରିବର୍ତ୍ତନକୁ ନେଇ ବଡ଼ ପ୍ରଭାବ ଅନୁଭୂତ ହୋଇଛି। ଦୀର୍ଘଦିନ ହେବ ଭାରତରେ ଅସ୍ବାଭାବିକ ଭାବରେ ବଢିଚାଲିଛି ତାପମାତ୍ରା। ୨୦୨୨ ଡିସେମ୍ବର ମାସକୁ ଶୀତଦିନରେ ସବୁଠୁ ଉତ୍ତପ୍ତ ଭାବରେ ରେକର୍ଡ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ଭାରତରେ ଗତ ୧୨୨ବର୍ଷର ରେକର୍ଡ…

ବଙ୍ଗୋପସାଗରରେ ବାତ୍ୟାର ଆଶଙ୍କା,…

ଓଏଲ୍ ବ୍ୟୁରୋ : ବାତ୍ୟାର ଛନକା। ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ ଏବଂ ନେଇପାରେ ବାତ୍ୟାର ରୂପ। ପାଣିପାଗ ବିଭାଗର ସୂଚନା ଦକ୍ଷିଣ ପୂର୍ବ ପାଶ୍ୱବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଅବପାତ ବାତ୍ୟାର ରୂପ ନେଇପାରେ। ଓଡ଼ିଶାରେ ଏହାର ସିଧାସଳଖ ପ୍ରଭାବ ନ ଥିଲେ ମଧ୍ୟ…

ଚଳିତବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା

ଭୁବନେଶ୍ୱର: ଚଳିତ ବର୍ଷ ସ୍ୱାଭାବିକ ହେବ ମୌସୁମୀ ବର୍ଷା। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଚଳିତ ଥର ଦେଶରେ ୯୬ରୁ ୧୦୪ ପ୍ରତିଶତ ବର୍ଷା ହୋଇପାରେ। ଏନେଇ ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଦେଶର ଉତ୍ତର-ପଶ୍ଚିମ ଓ ଦକ୍ଷିଣ ଭାଗରେ ମୌସୁମୀ ସ୍ୱାଭାବିକ ରହିବ। କେନ୍ଦ୍ରାଞ୍ଚଳ ମୁଖ୍ୟତଃ…