Odisha Link
Bridging the Missing Links in Odisha
Browsing Tag

IMD

ପଛୁଆ ପବନ ଅତି ଭୟଙ୍କର, ଖରାହେଲେ ବି ଘରୁ…

ଭୁବନେଣ୍ବର: ପଛୁଆ ପବନ ନେଇ ସତର୍କ କରାଇଛନ୍ତି ଏସଆରସି। ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି। ଲ୍ୟାଣ୍ଡଫଲ୍ ବେଳେ ପବନ ହେବା ପରେ ପବନ ସାମାନ୍ୟ କମିପାରେ। ଯେତେବେଳେ ବାତ୍ୟାର କେନ୍ଦ୍ର ତଥା ମଝି ଭାଗ ଅତିକ୍ରମ କରୁଥିବ, ସେତେବେଳେ ଖରା ମଧ୍ୟ ହୋଇପାରେ। କିନ୍ତୁ ବାତ୍ୟା ଚାଲିଗଲା…

ବାତ୍ୟାର ରୂପ ନେଲା…

ଭୁବନେଶ୍ବର: ଉପକୂଳ ମୁହାଁ ବାତ୍ୟା ୟାସ୍। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଲା ୟାସ୍ । ଘଣ୍ଟା ପ୍ରତି ୪ କିମି ବେଗରେ ଉପକୂଳ ଆଡକୁ ହେଉଛି ଅଗ୍ରସର। ସମ୍ଭାବ୍ୟ ବାତ୍ୟା ‘ୟାସ୍’ ୨୬ ତାରିଖ ସନ୍ଧ୍ୟା ପରେ ପାରାଦୀପ ଠାରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ଯେ କୌଣସି ସ୍ଥାନରେ…

ସ୍ଥଳଭାଗ ମୁହାଁ ‘ୟାସ୍’:…

ଭୁବନେଶ୍ବର: ଉପକୂଳ ମୁହାଁ ବାତ୍ୟା ୟାସ୍। ବଙ୍ଗୋପସାଗରରୁ ଦ୍ରୁତ ଗତିରେ ଉପକୂଳ ମୁହାଁ ବାତ୍ୟା। ସମ୍ଭାବ୍ୟ ବାତ୍ୟା ‘ୟାସ୍’ ୨୬ ତାରିଖ ସନ୍ଧ୍ୟା ପରେ ପାରାଦୀପ ଠାରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ଯେ କୌଣସି ସ୍ଥାନରେ ସ୍ଥଳଭାଗକୁ ଛୁଇଁବ। ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ…

ଭୟଙ୍କର ହୋଇପାରେ ବାତ୍ୟା!

ଭୁବନେଶ୍ବର: ମହମାରୀ ସମୟରେ ମାଡ଼ି ଆସୁଛି ଆଉ ଏକ ବାତ୍ୟା। ତାଉତେ ପରେ ବାତ୍ୟା 'ୟଶ୍' ସ୍ଥଳଭାଗ ମୁହାଁଉଛି। ଏହି ବାତ୍ୟା ଭୀଷଣ ବା ଅତିଭୀଷଣ ଆକାରର ହୋଇପାରେ। ଏ ସମ୍ପର୍କରେ ପାଣିପାଗ ବିଜ୍ଞାନୀ ତଥା ଆଇଏମଡି ସାଇକ୍ଲୋନ ୱାର୍ଣ୍ଣିଂ ସେଣ୍ଟର ମୁଖ୍ୟ ଆର.କେ ଜେନାମଣି ସୂଚନା ଦେଇଛନ୍ତି। ଆସନ୍ତା ୨୨…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ଅଗଷ୍ଟ ୪ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଦି ଲଘୁଚାପ ସୃଷ୍ଟି ହୁଏ। ତେବେ ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରିବାରେ…