Odisha Link
Bridging the Missing Links in Odisha
Browsing Tag

IMS SUM Hospital

ଦଶ ଲକ୍ଷରେ ଗୋଟିଏ କ୍ଷେତ୍ରରେ…

ଭୁବନେଶ୍ୱର: ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍‌ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର ସଫଳ ଅସ୍ତ୍ରୋପଚାର କରିଛନ୍ତି ସମ୍‌ ଅଲ୍ଟିମେଟ୍‌ ମେଡିକେୟାରର ସର୍ଜନ । ଶିଶୁ କନ୍ୟା ସ୍ମୃତିର ଆଖି ଏବଂ ନାକରେ ଅନେକ ତ୍ରୁଟି ଥିବା ବେଳେ ତା’ର…

୪ ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର…

ଭୁବନେଶ୍ୱର : ଏକ ଚାରି ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର କରି ତାକୁ ସୁସ୍ଥ କରିବାରେ ସଫଳ ହୋଇଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ସର୍ଜନ୍‌। ୪ ବର୍ଷର ଶିଶୁଟିର ଏକ ଜନ୍ମଗତ ତ୍ରୁଟି ଯୋଗୁଁ ମସ୍ତିଷ୍କର କିଛି ଅଂଶ…

ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ…

ଭୁବନେଶ୍ୱର: ଡାକ୍ତରୀ ଶିକ୍ଷା ପ୍ରଦାନ କରୁଥିବା ଅଧ୍ୟାପକ - ଅଧ୍ୟାପିକାମାନେ ଅଧିକ ଜ୍ଞାନ ଆହରଣ କରିବା ସହ କିପରି ସେମାନେ ଉତମ ଶିକ୍ଷକ ହୋଇପାରିବେ ସେ ଦିଗରେ ସେମାନଙ୍କୁ ପ୍ରଶିକ୍ଷିତ କରିବା ନେଇ ସୋମବାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ଏକ ୩ ଦିନିଆ…

ସମ୍‌ରେ ପେଡିଆଟ୍ରିକ୍‌ ସଲିଡ ଟ୍ୟୁମର୍‌…

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଆଇ.ଏମ୍‌.ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଅଙ୍କୋଲୋଜି ସାଇନ୍‌ସେସ୍‌ ବିଭାଗ ଆନୁକୂଲ୍ୟରେ ଏକ ଦୁଇ ଦିନିଆ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଅକ୍ଟୋବର ୪ ଓ ୫ ତାରିଖ ଦୁଇଦିନ ଧରି ‘ମ୍ୟାନେଜମେଂଟ ଅଫ୍‌ ଉଇଲମସ ଟ୍ୟୁମର୍‌ ଆଣ୍ଡ ନ୍ୟୁରୋବ୍ଳାଷ୍ଟୋମା’…

୯୦ ପ୍ରତିଶତ ନଷ୍ଟ ଫୁସ୍‌ଫୁସ୍‌କୁ ଇକ୍‌ମୋ…

ଭୁବନେଶ୍ୱର: କୋଭିଡ୍‌-୧୯ ସଂକ୍ରମିତ ହେଲେ ଅନେକ କ୍ଷେତ୍ରରେ ସଂକ୍ରମିତଙ୍କ ଫୁସ୍‌ଫୁସ୍ ଅଧିକ ମାତ୍ରାରେ ଆକ୍ରାନ୍ତ ହେଉଛି। କେତେକ କ୍ଷେତ୍ରରେ ଫୁସ୍‌ଫୁସ୍ ନଷ୍ଟ ହେବା ଦ୍ୱାରା ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟୁଛି। ତେବେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଏଭଳି…

ସମ୍‌ରେ ଅତ୍ୟାଧୁନିକ ସେଣ୍ଟ୍ରାଲ ସ୍କିଲ୍…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍‌ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ବୁଧବାର ଦିନ ଏକ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ ହୋଇଯାଇଛି। ମେଡିକାଲ୍ ଛାତ୍ରଛାତ୍ରୀମାନଙ୍କର ଶିକ୍ଷା ଗ୍ରହଣ ନିମନ୍ତେ ଏହି…

ଏଣିକି ସମ୍‌ ହସ୍ପିଟାଲରେ କୋଭିଡ୍‌‌…

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଘରୋଇ ଡାକ୍ତରଖାନା ଭାବେ କୋଭିଡ୍‌-୧୯ ନୁମନା ପରୀକ୍ଷଣ ପାଇଁ ଅନୁମୋଦନ ପାଇଛି ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ। ଓଡ଼ିଶାରେ କୋଭିଡ୍-୧୯ ନମୁନା ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍) ସମ୍‌କୁ ମନୋନୀତ କରିଛି। ରାଜ୍ୟର ଏକମାତ୍ର ଘରୋଇ…