ରାଜକୋଟ୍ରେ କିଏ କରିିବ ରାଜ ? ୨ଟି…
ଓଏଲ୍ ବ୍ୟୁରୋ: ଆଉ ମାତ୍ର କିଛି ସମୟର ଅପେକ୍ଷା। ଟି-୨୦ ସିରିଜର ତୃତୀୟ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ। ରାଜକୋଟର ନିରଞ୍ଜନ ଶାହ ଷ୍ଟାଡିୟମରେ ଖେଳାଯିବ। ତୃତୀୟ ମ୍ୟାଚ୍ ଜିତି ସିରିଜ୍ କବଜା କରିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ଵାଧୀନ ଭାରତୀୟ ଦଳ। ତେବେ…