ଶୃଙ୍ଖଳା ମୂଳପୋଛ କଲା ଭାରତ, ଦିନିକିଆରେ…
ଓଏଲ୍ ବ୍ୟୁରୋ: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜର ଶେଷ ମ୍ୟାଚକୁ ଜିତିବା ସହିତ ଶୃଙ୍ଖଳା ମୂଳପୋଛ କଲା ଭାରତ। ୩ଟି ଯାକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ କ୍ଲିନ୍ ସୁଇପ୍ କରିଛି ଭାରତ। ଶେଷ ଦିନିକିଆରେ ୩୮୬ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଦଳ ନିର୍ଦ୍ଧାରିତ…