ଇଂଲଣ୍ଡକୁ ଝଟକା ଦେଲେ ଭାରତୀୟ ବୋଲର
ଓଏଲ୍ ବ୍ୟୁରୋ: ଲଣ୍ଡନର ଓଭାଲ ଗ୍ରାଉଣ୍ଡରେ ଖେଳାଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ। ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ପ୍ରଥମେ ବାଟିଂ କରୁଛି ଇଂଲଣ୍ଡ ଦଳ। ହେଲେ ରୋହିତଙ୍କ ନିଷ୍ପତ୍ତିକୁ ସଠିକ୍ ପ୍ରମାଣ…