ନିଜକୁ ଫିଟ୍ ରଖିବା ପାଇଁ ଇଞ୍ଜେକସନ୍…
ଓଏଲ୍ ବ୍ୟୁରୋ: ଭାରତୀୟ କ୍ରିକେଟ ଇତିହାସରେ ସବୁଠୁ ବଡ଼ ଖୁଲାସା। ଏକ ଜାତୀୟ ଗଣମାଧ୍ୟମ ସଂସ୍ଥା ଦ୍ବାରା ହୋଇଥିବା ଷ୍ଟିଙ୍ଗ ଅପରେସନ୍ରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମା ଏଭଳି କିଛି କଥା କହିଛନ୍ତି ଯାହା ସମସ୍ତଙ୍କୁ ଚମକାଇ ଦେଇଛି। ଭାରତୀୟ କ୍ରିକେଟର୍ମାନେ ନିଜକୁ ଫିଟ୍…