ସମାଧାନ ହେବ ଆନ୍ତଃ ରାଜ୍ୟ ବିବାଦ
ଓଏଲ୍ ବ୍ୟୁରୋ: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।…