Odisha Link
Bridging the Missing Links in Odisha
Browsing Tag

Jagannath Express

ଶ୍ରୀକ୍ଷେତ୍ରକୁ ଗଡ଼ିଲା ଜଗନ୍ନାଥ…

ଓଏଲ୍‌ ବ୍ୟୁରୋ: ଜଗନ୍ନାଥ ଦର୍ଶନ ହେବ ଆହୁରି ସହଜ। ଏଣିକି ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ। ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିଛି ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ ଏକ୍ସପ୍ରେସକୁ ଫ୍ଲାଗଅଫ୍ କରି ଶୁଭାରମ୍ଭ କରିଛନ୍ତି। ଏହି ବସ୍ଗୁଡିକ ଜିଲ୍ଲା…

‘ରଥଯାତ୍ରାରୁ ଗଡ଼ିବ ଜଗନ୍ନାଥ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ପାଇଁ ବଡ଼ ଖବର। ବିଶ୍ବପ୍ରସିଦ୍ଧ ରଥଯାତ୍ରାରୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍‌। ଏନେଇ ଆଜି ବଡ଼ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। କନକ ନ୍ୟୁଜର ଓଡ଼ିଶା ନିର୍ମାଣ କନ୍‌କ୍ଲେଭରେ ଯୋଗ ଦେଇ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଜଗନ୍ନାଥ ଏକ୍ସପ୍ରେସ୍‌ ଦ୍ବାରା ଜଗନ୍ନାଥଙ୍କ…